ମାଲକାନଗିରି ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଲିସ ଏନକାଉଣ୍ଟରରେ ୨ ଜଣ ନକ୍ସଲ ନିହତ ହୋଇଛନ୍ତି। ଏଥିସହ ସୁରକ୍ଷାକର୍ମୀମାନେ ଘଟଣାସ୍ଥଳରୁ ବିପୁଳ ପରିମାଣରେ ନକ୍ସଲ ସାମଗ୍ରୀ ଜବତ କରିଛନ୍ତି।
ବିଜାପୁର ଜିଲ୍ଲାର ଉସୁର-ବାସାଗୁଡା-ପାମେଡ ଅଞ୍ଚଳରେ ନକ୍ସଲ କ୍ୟାମ୍ପ କରି ରହିଥିବା ପୁଲିସ କୌଣସି ସୂତ୍ରରୁ ପାଇଥିଲା। ପରେ ଡିଆରଜି,ଏସଟିଏଫ,କୋବ୍ରା ଏବଂ ସିଆରପିଏଫ ବାଟାଲିୟନର ଯବାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲେ। ନକ୍ସଲ ମାନେ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ଯବାନମାନେ ପାଲଟା ଜବାବ ଦେଇଥିଲା।
Also Read
ପରେ ଯବାନଙ୍କ ପାଲଟାଗୁଳିରେ ଦୁଇ ଜଣ ନକ୍ସଲ ଟଳି ପଡ଼ିଥିଲେ। ପରେ ଅନ୍ୟ ନକ୍ସଲମାନେ ସେଠାରୁ ଛତ୍ରଭଙ୍ଗ ଦେଇଥିଲେ। ମୃତ ନକ୍ସଲଙ୍କୁ ଚିହ୍ନଟ କରାଯାଇନଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ବିଧାୟକଙ୍କ କାର ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା, ପିଅନଙ୍କ ମୃତ୍ୟୁ
ବିଧାୟକ ପରିବାର ସହିତ ପୁରୀରୁ ଫେରୁଥିବା ବେଳେ ଘଟିଥିଲା ଦୁର୍ଘଟଣା।

National
ଭୁଶୁଡ଼ିଲା ବ୍ରିଜ୍, ନଦୀରେ ଖସି ପଡ଼ିଲା ୫ ଗାଡ଼ି; ୯ ମୃତ, ୯ ଉଦ୍ଧାର
୧୯୮୧ରେ ଏହି ବ୍ରିଜ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା ଓ ୧୯୮୫ରେ ଏହାକୁ ଲୋକଙ୍କ ପାଇଁ ଖୋଲା ଯାଇଥିଲା।

Accident
ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ: ୨ ଶିକ୍ଷାର୍ଥୀ ମୃତ, ଏକାଧିକ ଆହତ
ଡ୍ରାଇଭର ଜଣଙ୍କ ଗାଡ଼ିକୁ ରେଳ ଧାରଣା ପାର କରାଉଥିବା ବେଳେ ଘଟିଥିଲା ଦୁର୍ଘଟଣା। ଦ୍ରୁତଗାମୀ ଟ୍ରେନ ସ୍କୁଲ ଭ୍ୟାନକୁ ଧକ୍କା ଦେଇ ୫୦ ମିଟର ଯାଏ ଘୋଷାଡି ନେଇ ଯାଇଥିଲା।

Accident
ନିର୍ମାଣାଧୀନ କୁକୁଡ଼ା ଫାର୍ମର କାନ୍ଥ ଭୁଶୁଡ଼ି ୨ ମହିଳା ମୃତ
ରୂପେ ଓ ବଳମତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୂଆପଡ଼ା ଡାକ୍ତରଖାନାକୁ ପଠାଇଛି।