ଭାରସାମ୍ୟ ହରାଇ ବିଲକୁ ଓଲଟିଲା ଲକ୍ଷ୍ମୀ ବସ୍। ଦୁର୍ଘଟଣାରେ ୩ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ମହନାପଲ୍ଲୀ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଆଜି ସକାଳେ ଲକ୍ଷ୍ମୀ ବସ୍ଟି ୧୦ ଜଣ ଯାତ୍ରୀଙ୍କୁ ନେଇ କବିସୂର୍ଯ୍ୟନଗର ଅଭିମୁଖେ ଆସୁଥିଲା। ଏହି ସମୟରେ ମହନାପଲ୍ଲୀ ଗାଁ ନିକଟରେ ବସ୍ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତ ଯାତ୍ରମୀମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ପୁଲିସ ପହଞ୍ଚି ବସକୁ ଜବତ କରି ଘଟଣାର ତଦନ୍ତ କରୁଛି।
Also Read
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୁଡ଼ ପକାଇବାକୁ ଯିବା ବେଳେ ଓଲଟିଲା ଡାଲା ଅଟୋ; ୧୩ ଆହତ
ଆଜି ସକାଳେ ଡେଙ୍ଗାଡି ଗାଁର ୧୫ ଜଣ ଏକ ଡାଲା ଅଟୋରେ ବୁଡ଼ ପକାଇବା ପାଇଁ ଆସିକା ଦୋ ମୁହାଣୀକୁ ଯାଉଥିଲେ।
Accident
ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ପାଗଳ କୁକୁର; ୭ ଆହତ
ଆହତଙ୍କ ମଧ୍ୟରେ ୫ଜଣ ମହିଳା ସହ ଜଣେ ପୁରୁଷ ଓ ଜଣେ ନାବାଳକ ଅଛନ୍ତି।