ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ କେନାଭଟା ନିକଟରେ ଗତକାଲି ବିଳମ୍ବିତ ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଗତକାଲି ବଳମ୍ବିତ ରାତିରେ ‘ଶ୍ରୀରାମ ଜି’ ନାମକ ଯାତୟୀବାହୀ ବସ୍ଟି ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵରରୁ ରାଉରକେଲା ଅଭିମୁଖେ ଯାଉଥିଲା। କେନାଭଟା ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
Also Read
ଦୁର୍ଘଟଣାପରେ ବସ୍ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲା। ପୁଲିସ ଦୁଇଟି ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।