ଚାଷ ଜମିକୁ ପାଣି ମଡେଇବାକୁ ଯାଇଥିଲେ; ଚାଲିଗଲା ଚାଷୀଙ୍କ ଜୀବନ

ଅରୁଣ ଗତ ରାତିରେ ଚାଷ ଜମିକୁ ପାଣି ମଡେଇବା ପାଇଁ ଯାଇଥିଲେ।

Electric shock

Representation image

Tapaswini Nayak
  • Published: Saturday, 27 April 2024
  • Updated: 27 April 2024, 09:16 AM IST

Sports

Latest News

ବନ୍ୟ ଜନ୍ତୁ ଶିକାର ଲାଗି ଚାଷ ଜମିରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ତାଳସାକର ଗ୍ରାମରେ ଆଜି ସକାଳେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ ତାଳସାକର ଗ୍ରାମର ଅରୁଣ ନାୟକ।

ଅରୁଣ ଗତ ରାତିରେ ଚାଷ ଜମିକୁ ପାଣି ମଡେଇବା ପାଇଁ ଯାଇଥିଲେ। ଏହି ସମୟରେ ବନ୍ୟା ଜନ୍ତୁ ଶିକାର ଲାଗି ଚାଷ ଜମିରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ। ଅରୁଣ ଦୀର୍ଘ ସମୟ ଧରି ଘରକୁ ନ ଫେରିବା କାରଣରୁ ପରିବାର ଲୋକେ ତାଙ୍କୁ ବହୁ ଖୋଜା ଖୋଜି କରିଥିଲେ। ପରେ ଚାଷଜମି ନିକଟରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ।

Also Read

ପରେ ତାଙ୍କୁ  ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅରୁଣଙ୍କୁ ମୃତ ଘୋଷଣା କରିଥିଲେ। ବୁଗୁଡ଼ା ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story