ବାଣ ନିଆଁରେ ଜଳିଗଲା ବୃଦ୍ଧାଙ୍କ ଘର। ଅଳ୍ପକେ ବର୍ତ୍ତିଗଲେ ବୃଦ୍ଧା। ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ମହାଦେବପାଲି ପଞ୍ଚାୟତ ସକମା ଗାଁର ଏହି ଅଘଟଣ ଘଟିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ଆଜି ସକାଳେ ବୃଦ୍ଧାଙ୍କ ଘର ନିକଟରେ କିଛି ପିଲା ବାଣ ଫୁଟାଉଥିଲେ। ଏହି ସମୟରେ ବାଣ ନିଆଁ ବୃଦ୍ଧାଙ୍କ ଚାଳ ଛପର ଘର ଉପରେ ପଡ଼ିଯାଇଥିଲା। ନିଆଁ ଲାଗି ବୃଦ୍ଧାଙ୍କ ଘର ଜଳି ଯାଇଥିଲା। ଏହି ସମୟରେ ବୃଦ୍ଧା ଜଣଙ୍କ ଘର ବାହାରେ ଥିଲେ।
Also Read
ଗ୍ରାମବାସୀ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେତେବେଳକୁ ଘରେ ଥିବା ସମସ୍ତ ସାମଗ୍ରୀ ନିଆଁରେ ପୋଡ଼ି ପାଉଁଶ ହୋଇଯାଇଥିଲା। ବୃଦ୍ଧାଙ୍କୁ ସରକାରଙ୍କ ପକ୍ଷରୁ କିଛି ସହାୟତା ରାଶି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।