କାଞ୍ଜିପାଣି ଘାଟିରେ ଯାତ୍ରା ପାର୍ଟି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ

ଟ୍ରକ୍‌ରେ ଯାତ୍ରା ପାର୍ଟିର ଜିନିଷପତ୍ର ସହିତ ମୋଟ ୧୨ ଜଣ ଲୋକ ଥିଲେ।

Accident PhotoOR

ଦୁର୍ଘଟଣାଗ୍ରସ୍ତ ଟ୍ରକ୍

Jitendra Garnayak
  • Published: Saturday, 02 December 2023
  • Updated: 02 December 2023, 08:30 PM IST

କେନ୍ଦୁଝର ଜିଲ୍ଲା କାଞ୍ଜିପାଣି ଘାଟିରେ ଏକ ଯାତ୍ରା ପାର୍ଟି ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୪ ଜଣ ଆହତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଆହତମାନେ ହେଉଛନ୍ତି- ଝୁଣ୍ଟୁ ମୁଦୁଲି, ଦୁର୍ଜନ ମାଝି, କାହ୍ନା ପାତ୍ର ଓ ବାଦଲ ମାଝି। ସମସ୍ତଙ୍କୁ ତେଲକୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Also Read

ବାଲେଶ୍ୱରର ତାରିଣୀ ଗଣନାଟ୍ୟ ନାମକ ଏକ ଯାତ୍ରା ପାର୍ଟି ତେଲକୋଇ ଥାନା ଅନ୍ତର୍ଗତ ଦୁଲ୍ଲଭପୁର ଗାଁକୁ ଯାତ୍ରା ପରିବେଷଣ କରିବା ପାଇଁ ଆବଶ୍ୟକ ଜିନିଷ ଟ୍ରକ୍‌ ଯୋଗେ ପଠାଇଥିଲା। ତେବେ କାଞ୍ଜିପାଣି ଘାଟିରେ ଟ୍ରକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଟ୍ରକ୍‌ଟି ଘାଟିର ଏକ ବୁଲାଣି ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ କରାଯାଇଥିବା ସୁରକ୍ଷା ବାଡ଼ରେ ଚଢ଼ି ଯାଇଥିଲା। ଟ୍ରକ୍‌ଟିରେ ଯାତ୍ରା ପାର୍ଟିର ଜିନିଷପତ୍ର ସହିତ ୧୨ ଜଣ ଲୋକ ସବାର ହୋଇଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ଆହତ ହୋଇଥିବା ବେଳେ ଅନ୍ୟମାନେ ସୁରକ୍ଷିତ ଅଛନ୍ତି।

ତେଲକୋଇରୁ ଚିନ୍ମୟ କୁମାର ସାହୁଙ୍କ ରିପୋର୍ଟ

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story