ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ

ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ୍ ବିସ୍ଫୋରଣ ହୋଇଥିଲା

steel plant

Representational Image

Biswajit Samal
  • Published: Thursday, 02 May 2024
  • Updated: 02 May 2024, 10:23 PM IST

Sports

Latest News

ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଭଳି ବିସ୍ଫୋରଣ ଘଟିଛି କେନ୍ଦୁଝର ଜିଲ୍ଲା ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ। ଭୟଙ୍କର ବିସ୍ଫୋରଣରେ ୧୦ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସମସ୍ତ ଶ୍ରମିକ ଅର୍ଦ୍ଧଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ଗୁରୁତର ମାନଙ୍କର ପରିଚୟ ମିଳିପାରି ନାହିଁ।

Also Read

ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ ଷ୍ଟିଲ ପ୍ଲାଣ୍ଟରେ ଫର୍ଣ୍ଣେସ୍ ବିସ୍ଫୋରଣ ହୋଇଥିଲା। ଏଥିରେ ୧୦ ଜଣ ଶ୍ରମିକ ଗୁରୁତର ଆହାତ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ହୋଇଛି। ସେମାନଙ୍କୁ ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ଗୁରୁତର ଶ୍ରମିକ ମାନଙ୍କର ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story