ରେଲୱେ ଟ୍ରାକ୍ ପାର ହେବାବେଳେ ବୃଦ୍ଧାଙ୍କ ଉପରେ ଚଢ଼ିଗଲା ପାସେଞ୍ଜର ଟ୍ରେନ୍। ସୁବର୍ଣ୍ଣପୁର ଜିଲ୍ଲା ନରସିଂହଗଡ଼ ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତ ବୃଦ୍ଧା ଜଣଙ୍କ ହେଲେ ରତିକା ପୋଢ଼। ତାଙ୍କ ଘର ଖମ୍ବେଶ୍ୱରୀପାଲି ଗାଁର ବୋଲି ଜଣାଯାଇଛି।
ଆଜି ସକାଳେ ବୃଦ୍ଧା ଜଣଙ୍କ ରେଲୱେ ଟ୍ରାକ୍ ପାର ହୋଇ ନିଜ ବିଲକୁ ଯାଉଥିଲେ। ଏହି ସମୟରେ ତାଙ୍କ ଉପରେ ଟ୍ରେନ ମାଡ଼ି ଯାଇଥିଲା। ଟ୍ରେନ ଧକ୍କାରେ ବୃଦ୍ଧାଙ୍କ ମୁଣ୍ଡ ଗଣ୍ଡି ଅଲଗା ହୋଇଯାଇଥିଲା। ଜିଆରପି ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି।
Also Read
ବୃଦ୍ଧାଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ଦୁର୍ଘଟଣାର ପର୍ଦ୍ଦାଫାସ କଲା ମର୍ସିଡିଜର ଭଙ୍ଗା ଲୋଗୋ ଓ ସିସିଟିଭି: ୪ ଶ୍ରମିକ ହରାଇଥିଲେ ପ୍ରାଣ
ପୁଲିସ୍ କାରକୁ ଠାବ କରିବା ପାଇଁ ସ୍ୱଂୟଚାଲିତ ନମ୍ବର ପ୍ଲେଟ ଚିହ୍ନଟ କ୍ୟାମେରାକୁ ବ୍ୟବହାର କରିଥିଲା।

Accident
‘ଆମ ବସ୍’ ଧକ୍କାରେ ୨ ଆହତ ଘଟଣାରେ କାର୍ଯ୍ୟାନୁଷ୍ଠାନ; ଡ୍ରାଇଭର ଓ ଗାଇଡ୍ ବିଦା
ଏହି ଦୁର୍ଘଟଣାକୁ କ୍ରୁଟ୍ ଦୁର୍ଭାଗ୍ୟଜନକ କହିଥିବା ବେଳେ ଏଥିପାଇଁ ଦୁଃଖ ପ୍ରକାଶ କରିଛି। ଏହା ସହିତ ଦୁର୍ଘଟଣା ଘଟାଇଥିବା ବସ୍ର ଡ୍ରାଇଭର ଓ ଗାଇଡଙ୍କୁ ତତ୍କାଳ ଚାକିରିରୁ ବିଦା କରାଯାଇଛି ବୋଲି କ୍ରୁଟ୍ ପକ୍ଷରୁ କୁହାଯାଇଛି।

Accident
ମାଟ୍ରିକ ପରୀକ୍ଷା ଦେବା ପାଇଁ ଘରୁ ବାହାରିବା ମାତ୍ରେ ଚାଲିଗଲା ଜୀବନ
ତିନି ଦିନ ତଳେ ଚନ୍ଦ୍ରଶେଖର ଗାଁରେ ଜଣଙ୍କ ଘରକୁ ଭୋଜି ଖାଇବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ତାଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା।

Accident
କାରକୁ ପିଟି ଦେଲା ଟ୍ରକ୍: ଡିଏସ୍ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ
ମୃତ ଡିଏସ୍ପି ବାଲେଶ୍ୱର ଜିଲ୍ଲାରେ ନିଯୁକ୍ତ ହୋଇଥିଲେ।