ସାବଧାନ ! ଦେଶରେ ବଢ଼ି ଚାଲିଛି ଅନିଚ୍ଛାକୃତ ଆଘାତ ମୃତ୍ୟୁ। ଏଭଳି ମୃତ୍ୟୁରେ ଓଡ଼ିଶା ଦେଶରେ ଅଷ୍ଟମ ସ୍ଥାନରେ ରହିଛି। ରାଜ୍ୟରେ ବର୍ଷକୁ ଲକ୍ଷେ ଲୋକଙ୍କ ଭିତରୁ ପ୍ରାୟ ୪୬ ଜଣଙ୍କ ଜୀବନ ନେଉଛି ଅନିଚ୍ଛାକୃତ ଆଘାତ। ୨୦୨୨ ମସିହାରେ ଅକାଳରେ ଲିଭି ଯାଇଛି ୨୧ ହଜାର ୧୩ଟି ଜୀବନ ଦୀପ। ଅର୍ଥାତ୍ ପ୍ରତିଦିନ ୫୭ ଜଣରୁ ଅଧିକ ଲୋକଙ୍କ ମୃତ୍ୟୁର କାରଣ ପାଲଟୁଛି ଅନିଚ୍ଛାକୃତ ଆଘାତ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ସ୍କୁଲ ଭ୍ୟାନକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରେନ: ୨ ଶିକ୍ଷାର୍ଥୀ ମୃତ, ଏକାଧିକ ଆହତ
ଡ୍ରାଇଭର ଜଣଙ୍କ ଗାଡ଼ିକୁ ରେଳ ଧାରଣା ପାର କରାଉଥିବା ବେଳେ ଘଟିଥିଲା ଦୁର୍ଘଟଣା। ଦ୍ରୁତଗାମୀ ଟ୍ରେନ ସ୍କୁଲ ଭ୍ୟାନକୁ ଧକ୍କା ଦେଇ ୫୦ ମିଟର ଯାଏ ଘୋଷାଡି ନେଇ ଯାଇଥିଲା।

Accident
ନିର୍ମାଣାଧୀନ କୁକୁଡ଼ା ଫାର୍ମର କାନ୍ଥ ଭୁଶୁଡ଼ି ୨ ମହିଳା ମୃତ
ରୂପେ ଓ ବଳମତିଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ନୂଆପଡ଼ା ଡାକ୍ତରଖାନାକୁ ପଠାଇଛି।

Accident
ଅଧା ରହିଗଲା ବାହାଘର, ରାସ୍ତାରେ ଚାଲିଗଲା ବର ସମେତ ପରିବାରର ୮ ଜଣଙ୍କ ଜୀବନ
ବାହାଘର ପାଇଁ ବରକୁ ନେଇ ଯାଉଥିବା ଗୋଟିଏ ବୋଲେର ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଗାଡ଼ିଟି ଗୋଟିଏ କଲେଜ କାନ୍ଥରେ ପିଟି ହୋଇଯିବାରୁ ବର ସମେତ ପରିବାରର ୮ ଜଣଙ୍କ ଜୀବନ ଚାଲି ଯାଇଛି।

Accident
ଓମନି-ହାଇୱା ମୁହାଁମୁହିଁ ଧକ୍କା: ୨ ମୃତ, ୪ ଗୁରୁତର
କମ୍ପାନୀକୁ କାମ କରିବାକୁ ଯାଉଥିବା ବେଳେ ଘଟିଲା ଦୁର୍ଘଟଣା।