ରାଜଧାନୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାପାର ହେବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍। ଭୁବନେଶ୍ୱର ସ୍ଥିତ ପଳାଶୁଣି ଛକରେ ଏହି ଦୁର୍ଘଟଣା ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିନାହିଁ।
ଆଜି ଦିନ ପ୍ରାୟ ୧୦ଟା ୩୦ ଟା ସମୟରେ ମହିଳା ଜଣଙ୍କ ପଳାଶୁଣି ଛକରେ ରାସ୍ତା ପାର ହେଉଥିଲେ। ଏହି ସମୟରେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି ତାଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ମହିଳାଙ୍କର ମୃତ୍ୟୁ ଘଟିଥିଲା।
Also Read
ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା। ମଞ୍ଚେଶ୍ୱର ଥାନା ପୁଲିସ ମହିଳାଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Accident
ମଝି ଆକାଶରେ ଦୁର୍ଘଟଣା: ବିମାନକୁ ଦେଖି କାହିଁକି ଉପରକୁ କିମ୍ବା ତଳକୁ ଗଲାନି ହେଲିକପ୍ଟର?
୩୦୦ରୁ ଅଧିକ କର୍ମଚାରୀ ଉଦ୍ଧାର କାର୍ଯ୍ୟରେ ଲାଗିଥିବା ବେଳେ ବର୍ତ୍ତମାନ ସୁଦ୍ଧା ନଦୀ ମଧ୍ୟରୁ ୧୯ ଜଣଙ୍କ ମୃତଦେହ ମିଳିଛି। ଯାତ୍ରୀବାହୀ ବିମାନରେ ୬୦ ଜଣ ଯାତ୍ରୀ ଓ ୪ ଜଣ କ୍ରୁ ରହିଥିଲେ। ସେହିପରି ଆର୍ମି ହେଲିକପ୍ଟରରେ ୩ ଜଣ ସେନା ଅଧିକାରୀ ରହିଥିଲେ।

Accident
ନିଆଁ ଗୁଜବ ପରେ ଗୋଟିଏ ଟ୍ରେନରୁ ଡେଇଁଲେ, ଆଉ ଗୋଟିଏ ଟ୍ରେନ ନେଇ ଗଲା ୧୧ ଜୀବନ
ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍କମ ଏକ୍ସପ୍ରେସର କିଛି ଲୋକ ଟ୍ରେନରେ ନିଆଁ ଲାଗି ଯାଇଥିବା ଆଶଙ୍କା କରି ଟ୍ରାକୁ ଡେଇଁ ପଡ଼ିଥିଲେ