୧୩ ମାର୍ଚ୍ଚ, ‍‍ଶନିବାର; ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ

ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ ।

Rashi

Representational Image

Niharika Rout
  • Published: Saturday, 13 April 2024
  • Updated: 13 April 2024, 07:23 AM IST

Sports

Latest News

ମେଷ: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ପ୍ରଶଂସା ପାଇବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।

ବୃଷ: ଅନେକ କ୍ଷେତ୍ରରେ ସ୍ୱାଭିମାନ ରକ୍ଷା ହେବା ସହ ଉନ୍ନତି ମଧ୍ୟ ହେବ । ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ମିଥୁନ:ଅପ୍ରିୟ ସତ କଥା କହି ଦୋଷୀ ସାବ୍ୟସ୍ତ ହୋଇପାରନ୍ତି । ଫଳରେ ମନ ଭାରାକ୍ରାନ୍ତ ହେବ । ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ । ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି। ନିଜର ଲୋକ ପରୋକ୍ଷରେ ସମାଲୋଚନା କରିବା ସହିତ ଅସହଯୋଗ କରିବେ ।

କର୍କଟ:ଶାରୀରିକ ମାନସିକ ଆର୍ଥିକ ଅଭିବୃଦ୍ଧି ଘଟିବ । ଶତ୍ରୁମାନେ ପରାଜିତ ହେବେ, ପୂର୍ବର ବକେୟା ଅର୍ଥ ହସ୍ତଗତ ହେବ । କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ବ୍ୟବସାୟରେ ଅଶାନୁସାରେ ଲାଭ ପାଇବେ ନାହିଁ କିନ୍ତୁ ବନ୍ଧୁ ସାହାଯ୍ୟ କରିବେ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ପ୍ରତିଯୋଗିତାମୂଳକ ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ପର୍କରୁ ଲାଭବାନ ହେବେ ଓ ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ।

ମୀନ: କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବାସହ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story