୧୩ ମାର୍ଚ୍ଚ, ବୁଧବାର; ଅଯଥାରେ ଅର୍ଥ ବ୍ୟୟ ହେବ

ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ଆପଣ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି

Rashi

Representational Image

Niharika Rout
  • Published: Wednesday, 13 March 2024
  • Updated: 13 March 2024, 07:25 AM IST

Sports

Latest News

ମେଷ: କୌଣସି କାରଣ ପାଇଁ ମନରେ ଚିନ୍ତା ବୃଦ୍ଧି ହେବ ଓ ଗୁପ୍ତ ଶତ୍ରୁ ବୃଦ୍ଧି ହେବେ । ସ୍ୱାମୀ ସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ । ବାକି ପଡିଥିବା ଅର୍ଥ ଆଦାୟ ହେବ ଏବଂ ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ।

ବୃଷ: ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ । ନିର୍ମାଣଧୀନ କାର୍ଯ୍ୟରେ ବାଧାବିଘ୍ନ ଦେଖାଯିବ ଓ ଅଳସୁଆପଣ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ପାଠପଢାକୁ ନେଇ ଚିନ୍ତାଗ୍ରସ୍ତ ହେବେ ।

ମିଥୁନ: କର୍ମକ୍ଷେତ୍ରରେ ଉନ୍ନତି ହେବା ସହିତ ବ୍ୟବସାୟରେ ଅର୍ଥ ଲାଭର ଯୋଗ ରହିଛି । ଚାକିରି କ୍ଷେତ୍ରରେ ପଦୋନ୍ନତି ହେବ ଏବଂ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପରିବାରରେ ହସ ଖୁସିରେ ସମୟ ବିତାଇବେ ଓ ଭ୍ରମଣ ଯୋଗ ରହିଛି ।।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ଆପଣ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ।

କୁମ୍ଭ: କର୍ମକ୍ଷେତ୍ରରେ ଖୁସି ଅନୁଭବ କରିବା ସହିତ ଭ୍ରମଣ ଯୋଗ ରହିଛି । ପ୍ରତି କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ ସହଯୋଗ କରିବାରୁ ଶାନ୍ତି ଅନୁଭବ କରିବେ । ଘରେ ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ସୁସ୍ୱାଦୁ ଭୋଜନ କରିବେ ।

ମୀନ: କୌଣସି କାରଣ ପାଇଁ ଅଯଥାରେ ଅର୍ଥ ବ୍ୟୟ ହେବ, ସେଥିପାଇଁ ଚିନ୍ତାରେ ରହିପାରନ୍ତି । ବହୁଦିନରୁ ଅଟକିଥିବା କାର୍ଯ୍ୟପାଇଁ ଶୁଭ ଖବର ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ । ଘରକୁ ଅତିଥିଙ୍କର ଆଗମନ ହେବ ସହିତ ଭ୍ରମଣ ଯୋଗ ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story