୧ ଡିସେମ୍ବର, ଗୁରୁବାର: ଅପ୍ରିୟ ସତ କହି ଅଡ଼ୁଆରେ ପଡ଼ିବେ

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ମହିଳାମାନେ ପ୍ରଶଂସନୀୟ କାର୍ଯ୍ୟ କରିବେ। ଭ୍ରମଣ ଯୋଗ ରହିଛି।  ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ । ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ। ମିଥୁନ: ଅପ୍ରିୟ ସତ କହିବା ଯୋଗୁ ଅଡ଼ୁଆରେ ପଡ଼ି ପାରନ୍ତି। ପରିବାରର ବ୍ୟୟ […]

RASI

RASI

Niharika Rout
  • Published: Thursday, 01 December 2022
  • Updated: 01 December 2022, 07:41 AM IST

Sports

Latest News

ମେଷ: ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରିବ । ମହିଳାମାନେ ପ୍ରଶଂସନୀୟ କାର୍ଯ୍ୟ କରିବେ। ଭ୍ରମଣ ଯୋଗ ରହିଛି।  ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖାଦେଇପାରେ ।

ବୃଷ: ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ।

ମିଥୁନ: ଅପ୍ରିୟ ସତ କହିବା ଯୋଗୁ ଅଡ଼ୁଆରେ ପଡ଼ି ପାରନ୍ତି। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ। ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ।  ଯାତ୍ରା ଓ ଆନୁଷ୍ଠାନିକ କାମରେ ଖୁସି ରହିବେ ।

ସିଂହ: ସ୍ଥଗିତ କାମକୁ ଅତି ଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ।  କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।

କନ୍ୟା: ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।  ଅପୂରଣୀୟ ଆଶା ଯୋଗୁ ମନ ବିଚଳିତ ରହିବ । ନିଜ  କାମ ପାଇଁ ସମାଲୋଚିତ ହୋଇପାରନ୍ତି।

ତୁଳା: ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇପାରେ।  ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ।

ବିଛା: ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭଫଳ ମିଳିବ। ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ।

ଧନୁ: ସଭା ସମିତି କିମ୍ବା ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ। ଚେଷ୍ଟା କରୁଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁଯୋଗ ସୃଷ୍ଟି ହେବ।

ମକର: ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍ ଭାବରେ ହେବା କଷ୍ଟକର ହେବ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।  ଦୂରଯାତ୍ରାର ସୁଯୋଗ ପାଇବେ।

କୁମ୍ଭ : ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି।  ଖାଦ୍ୟପେୟରେ ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ପାରିବାରିକ କ୍ଷେତ୍ରରେ ସମସ୍ୟା ଦେଖାଦେଇପାରେ। କର୍ମକ୍ଷେତ୍ରରେ ସଫଳତା ମିଳିବ, ବହୁ ପ୍ରତୀକ୍ଷିତ ଖବର ପାଇପାରନ୍ତି।  ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story