୩ ଡିସେମ୍ବର, ଶନିବାର: ପୂର୍ବ ଅପେକ୍ଷା ଆୟ ବୃଦ୍ଧି ହେବ

ମେଷ: ପାରିବାରିକ ଜୀବନ ସୁଖପ୍ରଦ ହେବ । ଅଟକି ରହିଥିବା କାମଗୁଡିକ କରିବାକୁ ଅଗ୍ରସର ହେବେ । ଛାତ୍ରଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି, ଦୂରଯାତ୍ରା ଶୁଭପ୍ରଦ ହେବ। ବୃଷ:  ଆକସ୍ମିକ ଭାବରେ ବକେୟା  ଅର୍ଥ ହସ୍ତଗତ ହେବ।  ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ।  ପରିବାର ପାଇଁ  କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ । ବ୍ୟବସାୟ […]

RASI

RASI

Niharika Rout
  • Published: Saturday, 03 December 2022
  • Updated: 03 December 2022, 07:43 AM IST

ମେଷ: ପାରିବାରିକ ଜୀବନ ସୁଖପ୍ରଦ ହେବ । ଅଟକି ରହିଥିବା କାମଗୁଡିକ କରିବାକୁ ଅଗ୍ରସର ହେବେ । ଛାତ୍ରଛାତ୍ରୀମାନେ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ । ଦୂରସ୍ଥାନକୁ ଯାତ୍ରା କରିପାରନ୍ତି, ଦୂରଯାତ୍ରା ଶୁଭପ୍ରଦ ହେବ।

ବୃଷ:  ଆକସ୍ମିକ ଭାବରେ ବକେୟା  ଅର୍ଥ ହସ୍ତଗତ ହେବ।  ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ।  ପରିବାର ପାଇଁ  କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ । ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭପ୍ରଦ ହେବ।

ମିଥୁନ:  ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଶିଳ୍ପ ଓ ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ । ମାଲି ମକଦ୍ଦମାରେ ବିଜୟୀ ହେବେ, ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପୁରସ୍କୃତ ହୋଇପାରନ୍ତି।   ମନ ପ୍ରଫୁଲ୍ଲିତ ରହିବ, ସୁସ୍ୱାଦୁ ଭୋଜନ ମିଳିବ।

କର୍କଟ: ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ବହୁ ଦିନର ଆଶା ଓ ଅଭିଳାଷ ପୂରଣ ହେବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି  ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ।

ସିଂହ:  ଦୀର୍ଘ ଦିନ ପରେ ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ ମିଳିବ । ବିଭିନ୍ନ ସୂତ୍ରରୁ ଅର୍ଥଲାଭର ଯୋଗ ରହିଛି।  ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ବନ୍ଧୁମାନଙ୍କ ସହ ଦୂର ସ୍ଥାନକୁ ଭ୍ରମଣରେ ଯାଇପାରନ୍ତି ।

କନ୍ୟା: କାର୍ଯ୍ୟସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ। ପରିବାରରେ ଭୁଲ୍ ବୁଝାମଣା, ଅଶାନ୍ତି ଦେଖାଦେଇପାରେ। ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଗଠନମୂଳକ କାର୍ଯ୍ୟ ନେତୃତ୍ୱ ନେଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।

ତୁଳା:  ହସଖୁସିରେ ଦିନଟିକୁ କାଟିବେ । କିନ୍ତୁ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଅପରାହ୍ନରେ ଆପଣଙ୍କ ନାମରେ ମିଥ୍ୟା ଗୁଜବ ଦେଖାଦେଇପାରେ, ସତର୍କ ରୁହନ୍ତୁ।  ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।

ବିଛା: ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ ବିଜୟୀ ହେବେ।  ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ।  ଶତୃମାନେ ପରାଜିତ ହେବେ । କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ପ୍ରଶଂସା ପାଇବେ  ।

ଧନୁ: ଆଜି ଶାରୀରିକ, ମାନସିକ ଓ ପାରିବାରିକ ଜୀବନରେ ଅଭିବୃଦ୍ଧି ଘଟିବ, ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ। ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ, ଶିଳ୍ପ ଓ ପରିବହନରେ ସମସ୍ୟା ଲାଗି ରହିବ ।

ମକର:  ପାରିବାରିକ ସ୍ଥିତି ଭଲ ରହି ନ ପାରେ । ନୂତନ ଗୃହ ନିର୍ମାଣ ପାଇଁ ମନ ବଳାଇବେ । ଯାହା ପାଇବା କଥା ତାହା ଠିକ୍ ସମୟରେ ନପାଇବା ଫଳରେ ମନ ଭାରାକ୍ରାନ୍ତ ରହିବ  । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ ନାହିଁ  ।

କୁମ୍ଭ:   ଜମିଜମା ଓ ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ।

ମୀନ: ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ।  ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ ଏବଂ ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story