୮ ଏପ୍ରିଲ, ସୋମବାର: ଛୋଟ କଥାକୁ ନେଇ ବିବାଦ ଦେଖାଦେଇପାରେ

ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି କରିପାରେ । ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ ।

Rashi

Representational Image

Niharika Rout
  • Published: Monday, 08 April 2024
  • Updated: 08 April 2024, 07:28 AM IST

Sports

Latest News

ମେଷ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଧାରକରଜ କରି କାମ ତୁଲାଇନେବେ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍ ହେବେ । ଯାନବାହନ ଚଳାଚଳରେ ସତର୍କ ରୁହନ୍ତୁ। ଗୃହିଣୀମାନେ ପୁରୁଣା ସମସ୍ୟାକୁ ଦୂର କରିବା ପାଇଁ ସକ୍ଷମ ହେବେ ।

ବୃଷ: ଛୋଟ ଛୋଟ କଥାକୁ ନେଇ ପରିବାରରେ ବିବାଦ ଦେଖାଦେଇପାରେ। କୋର୍ଟ କଚେରି ମାମଲାରେ ବିଜୟୀ ହେବେ। କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ ।

ମିଥୁନ: ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି କରିପାରେ । ବହୁଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅପ୍ରିୟ ସତ କଥା କହିବା ଯୋଗୁ ସୁ-ସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବ ।

କର୍କଟ: ସାମୂହିକ ପ୍ରୟାସ ଓ ସହଯୋଗ ଦ୍ୱାରା ଆଗକୁ ବଢିବା ସମ୍ଭବ ହେବ । ପ୍ରକୃତିସ୍ଥ ହୋଇ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହିହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତ୍ରୃମାନେ ପୁଣି ଥରେ ପଛରେ ପଡ଼ି ପାରନ୍ତି।

ସିଂହ: ଶୁଭ କାମ କରି ପ୍ରଶଂସିତ ହେବେ ଓ ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଭାଗିଦାରଙ୍କ ସହ ମିଶି ବ୍ୟବସାୟ ବୃଦ୍ଧି କରିବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: ବ୍ୟବସାୟରେ ଲାଭ ପାଇଲେ ମଧ୍ୟ କୌଣସି କାରଣ ପାଇଁ ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବ୍ୟସ୍ତ ରହିବେ ଓ ବନ୍ଧୁଙ୍କର ଆଗମନ ହେବ ନୂତନ ବ୍ୟବସାୟ ପାଇଁ ଋଣ କରିପାରନ୍ତି ଓ ବାକିପଡ଼ିଥିବା ଅର୍ଥ ଆଦାୟ ହେବ ।

ମକର: ସାଧାରଣ କଥାରେ ପରିବାରରେ ଭୁଲ୍ ବୁଝାମଣା ଦେଖାଦେଇପାରେ । ଫଳରେ ମନ ଭାରାକ୍ରାନ୍ତ ହେବ। ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ନିଜ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ଟେନସନ ବଢ଼ିପାରେ । ମହିଳାମାନେ ଘରେ ବାହାରେ ସବୁଠି ଆଦର ସମ୍ମାନ ପାଇବେ।

ମୀନ: ଯୋଜନାକୁ କାର୍ଯ୍ୟକାରୀ କରିବା ବିଷୟରେ ବନ୍ଧୁଙ୍କ ସହ ଖୋଲାଖୋଲି ଆଲୋଚନା କରିବା ଭଲ ହେବ । ବିବାଦୀୟ ଘଟଣା ସକାଶେ ମନ ଭାରାକ୍ରାନ୍ତ ହେବ । ଆୟ ବୃଦ୍ଧି ପାଇବା ଫଳରେ ବ୍ୟସ୍ତତା ଭିତରେ ଗତି କରିବେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଯାନ୍ତ୍ରିକ ତ୍ରୁଟି ଦେଖାଦେଇପାରେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story