ଘରୁ ନକାରାତ୍ମକ ଶକ୍ତି ଦୂର କରେ ଲବଙ୍ଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲବଙ୍ଗକୁ ଏକ ପବିତ୍ର ଜିନିଷ ଭାବରେ ଗ୍ରହଣ କରାଯାଏ। ପୂଜାପାଠରେ ଲବଙ୍ଗର ଏକ ବିଶେଷ ମହତ୍ତ୍ୱ ରହିଛି। ଲବଙ୍ଗ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ। ଏହା ସହିତ ଲବଙ୍ଗ ଘରୁ ନକାରାତ୍ମକ ଶକ୍ତିକୁ ଦୂର କରି ସକାରାତ୍ମକ ଶକ୍ତି ଉତ୍ପନ୍ନ କରିଥାଏ ବୋଲି କୁହାଯାଏ। ତା’ହେଲେ ଘରୁ ନକାରାତ୍ମକ ଶକ୍ତି ଦୂର କରିବାକୁ ଏହାକୁ କେମିତି ବ୍ୟବହାର କରିବେ? ଏହା ଅତି ସହଜ। ଆସନ୍ତୁ ସେ ବିଷୟରେ ଜାଣିବା। ଶନିବାର କିମ୍ୱା ରବିବାର […]

clove1

clove1

Puspanjali Panda
  • Published: Saturday, 17 August 2019
  • Updated: 17 August 2019, 08:17 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲବଙ୍ଗକୁ ଏକ ପବିତ୍ର ଜିନିଷ ଭାବରେ ଗ୍ରହଣ କରାଯାଏ। ପୂଜାପାଠରେ ଲବଙ୍ଗର ଏକ ବିଶେଷ ମହତ୍ତ୍ୱ ରହିଛି। ଲବଙ୍ଗ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ଉପକାରୀ। ଏହା ସହିତ ଲବଙ୍ଗ ଘରୁ ନକାରାତ୍ମକ ଶକ୍ତିକୁ ଦୂର କରି ସକାରାତ୍ମକ ଶକ୍ତି ଉତ୍ପନ୍ନ କରିଥାଏ ବୋଲି କୁହାଯାଏ। ତା’ହେଲେ ଘରୁ ନକାରାତ୍ମକ ଶକ୍ତି ଦୂର କରିବାକୁ ଏହାକୁ କେମିତି ବ୍ୟବହାର କରିବେ? ଏହା ଅତି ସହଜ। ଆସନ୍ତୁ ସେ ବିଷୟରେ ଜାଣିବା।

  • ଶନିବାର କିମ୍ୱା ରବିବାର ସନ୍ଧ୍ୟାରେ ୫ଟି ଲବଙ୍ଗ, ୩ଟି କର୍ପୂର ଓ ୩ଟି ଅଳେଇଚକୁ ଏକ ମାଟି ଅବା ପିତଳ ପାତ୍ରରେ ରଖି ସେଥିରେ ଅଗ୍ନି ସଂଯୋଗ କରନ୍ତୁ। ନିଆଁ ଜଳୁଥିବା ସମୟରେ ଏହାକୁ ଘରର ସବୁ ରୁମ୍‌ରେ ବୁଲାନ୍ତୁ। ଏହାପରେ ପାଉଁଶକୁ ମୁଖ୍ୟ ଦ୍ୱାରରେ ଖେଳେଇ ରଖନ୍ତୁ। ଆପଣ ଚାହିଁଲେ , ଲବଙ୍ଗ ପାଉଁଶରେ ପାଣି ମିଶାଇ ମଧ୍ୟ ଘରର ସମସ୍ତ ରୁମ୍‌ରେ ଛିଞ୍ଚି ପାରିବେ। ଏହାଦ୍ୱାରା ଘରୁ ନକାରାତ୍ମକ ଶକ୍ତି ଦୂର ହୋଇଥାଏ।
  • ଶନିବାର ଦିନ ଏକ ତେଲ ଦୀପରେ  ତିନି ଚାରୋଟି ଲବଙ୍ଗ ପକାଇ ସେଥିରେ ଅଗ୍ନି ସଂଯୋଗ କରନ୍ତୁ। ଏହାକୁ ଘରର ଏକ ଅନ୍ଧାର କୋଣରେ ରଖି ଦିଅନ୍ତୁ। ଏହା ଘରୁ ନକାରାତ୍ମକ ଶକ୍ତିକୁ ଦୂର କରିଥାଏ। ଘରେ ସବୁବେଳେ ରୋଗବେମାର ଲାଗି ରହୁଥିଲେ, ତାକୁ ଦୂର କରିଥାଏ।
  • ଯଦି ଆପଣ ଘରେ ସୁଖ ସମୃଦ୍ଧି ଚାହୁଁଛନ୍ତି, ତେବେ ଲବଙ୍ଗ ଗଛ ଲଗାନ୍ତୁ।
  • କିଛି ଲବଙ୍ଗ ସର୍ବଦା ନିଜ ପର୍ସରେ ରଖନ୍ତୁ। ଏହାଦ୍ୱାରା ଅନେକ ଲାଭ ମିଳିଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story