Advertisment

୮୦ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ୩୫୦୦ ଟଙ୍କା ଭତ୍ତା

ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା।

author-image
Manoj Swain

ସାମାଜିକ ସୁରକ୍ଷା ଭତ୍ତା ୩ ହଜାର ୫ଶହ ଟଙ୍କା ହେବ। ପ୍ରଥମ ପର୍ଯ୍ୟାୟରେ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ବର୍ଦ୍ଧିତ ଭତ୍ତା। ୮୦ ପ୍ରତିଶତରୁ କମ୍‌ ହୋଇନଥିବା ଭିନ୍ନକ୍ଷମ ମଧ୍ୟ ପାଇବେ ବର୍ଦ୍ଧିତ ଭତ୍ତା।

Advertisment
Odisha Odisha Budget