ଗଜପତି ଜିଲ୍ଲା ମୋହନା ଥାନା ପୁଲିସ କମଳାପୁର ଛକରେ ପାଟ୍ରୋଲିଂ କରୁଥିବା ବେଳେ ଗୋଟିଏ ଟ୍ରାକ୍ଟରରୁ ୧ କୁଇଣ୍ଟାଲ୍ ୯୭ କେଜି ଗଞ୍ଜେଇ ଜବତ କରିଛି। ଏଥିରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ଗିରଫ ବ୍ୟକ୍ତିମାନେ ହେଲେ ରାମକୃଷ୍ଣ ସାହୁ, ସୁଶାନ୍ତ ସାହୁ ଓ ସନ୍ତୋଷ ଜାନୀ।
Also Read
ଅଭିଯୁକ୍ତ ମାନେ ମୋହନା ଅଞ୍ଚଳରୁ ଗଞ୍ଜେଇ ନେଇ ବ୍ରହ୍ମପୁରକୁ ଚାଲାଣ କରୁଥିଲେ। ଏସମ୍ପର୍କରେ ପୁଲିସକୁ ଖବର ମିଳିଥିଲା। କମଳାପୁର ଛକ ନିକଟରେ ଚଢାଉ କରି ଗଞ୍ଜେଇ ଜବତ କରିଛି। ଜବତ ଗଞ୍ଜେଇ ର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କାରୁ ଅଧିକ ହେବ। ପୁଲିସ ଏନେଇ ଏକ ମାମଲା ରୁଜୁ କରି ତିନି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

National
ଘରେ ଖାଇବେ ବୋଲି ମା’ଙ୍କୁ ଫୋନ୍ କରି କହିଲେ ଡାକ୍ତର, କିନ୍ତୁ ସମୁଦ୍ରକୁ ଡେଇଁ ପଡ଼ିଲେ
ଡାକ୍ତରଙ୍କ ପତ୍ତା ମିଳିନଥିବା ବେଳେ ସେ ପ୍ରାୟ ମାସେ ହେଲା ମାନସିକ ଚାପରେ ରହୁଥିଲେ ବୋଲି ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।

National
ସ୍ତ୍ରୀ ମରିବା ପର୍ଯ୍ୟନ୍ତ ତଣ୍ଟିରେ ଛିଡ଼ା ହେଲେ ସ୍ୱାମୀ
ଉଭୟ ସ୍ୱାମୀସ୍ତ୍ରୀ ବିଟେକ୍ କରି ବେଙ୍ଗାଲୁରୁରେ ଚାକିରି କରୁଥିଲେ।

Crime
ଭୂତ ଛଡ଼ାଇବା ନାଁରେ ମହିଳାଙ୍କୁ ପିଟିପିଟି ମାରିଦେଲେ, ଗୁଣିଆକୁ ଡାକିଥିଲା ପୁଅ
ମହିଳାଙ୍କୁ ହତ୍ୟା କରାଯିବା ଘଟଣାରେ ତାଙ୍କ ପୁଅ, ଗୁଣିଗାରେଡି କରି ଭୂତ ଛଡ଼ାଉଥିବାର ଦାବି କରୁଥିବା ଜଣେ ମହିଳା ଓ ତାଙ୍କ ସ୍ୱାମୀଙ୍କୁ ପୁଲିସ୍ ଗିରଫ କରିଛି।

Crime
ବ୍ୟବସାୟୀ ଗୋପାଲ ଖେମକାଙ୍କ ହତ୍ୟା ଅଭିଯୁକ୍ତ ପୁଲିସ ଗୁଳିରେ ମୃତ
ପୁଲିସ୍ର କହିବା କଥା ଯେ ଗୋପାଲ ଖେମକାଙ୍କ ହତ୍ୟାରେ ବ୍ୟବହୃତ ହୋଇଥିବା ବନ୍ଧୁକ ରାଜା ସପ୍ଲାଏ କରିଥିଲା। ସେ ଶୁଟର ଉମେଶର ଘନିଷ୍ଠ ସହଯୋଗୀ। ଉମେଶ ହେଉଛି ଗୋପାଲ ଖେମକା ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ।

Crime
ପକ୍ଷାଘାତ ସ୍ୱାମୀଙ୍କୁ ପ୍ରେମିକ ସହ ମିଶି କଲବଲ କରି ମାରିଲା ସ୍ତ୍ରୀ
୩୦ ବର୍ଷୀୟ ଦିଶା ୧୩ ବର୍ଷ ତଳେ ୩୮ ବର୍ଷୀୟ ଚନ୍ଦ୍ରଶେନଙ୍କୁ ବିବାହ କରିଥିଲା। ସେମାନଙ୍କର ୨ଟି ଝିଅ ଓ ଗୋଟିଏ ୬ ବର୍ଷର ପୁଅ ରହିଛନ୍ତି।