ଶିଶୁକୁ ଫିଙ୍ଗିବା ପଛର କାରଣ କ'ଣ ?

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି।

Manoj Swain
  • Published: Wednesday, 13 December 2023
  • Updated: 13 December 2023, 04:47 PM IST

Sports

Latest News

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ଏକ ପରିତ୍ୟକ୍ତ ବୋରୱେଲ ମଧ୍ୟରେ କେହି ଫିଙ୍ଗି ଦେଇଥିବା ନବଜାତ ଶିଶୁକୁ ଜୀବିତ ଅବସ୍ଥାରେ ମଙ୍ଗଳବାର ଦିନ ଉଦ୍ଧାର କରାଯାଇଛି। ଛୁଆଟି ବୋରୱେଲରେ ପଡ଼ିଥିବା ଜଣାପଡ଼ିବାର ସାଢ଼େ ୬ ଘଣ୍ଟା ପରେ ତାକୁ ଉଦ୍ଧାର କରାଯାଇଛି। ଉଦ୍ଧାର ହେବା ପରେ ଛୁଆଟିକୁ ଏବେ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos