ଭିଜିଲାନ୍ସ ଜାଲରେ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ବିଶ୍ୱନାଥଙ୍କ ଜୟପୁର, ଗଞ୍ଜାମ ଓ ଭୁବନେଶ୍ୱରରେ ଥିବା ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ଜୟପୁରରେ ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠାର କୋଳିସାହିରେ ଦୁଇ ମହଲା ବିଲଡିଂ, ଜୟପୁର ବ୍ଲକ ଅଫିସ ଚାମ୍ବର, ଜୟପୁର ମ୍ୟୁନିସିପାଲିଟି ଅଫିସ ଚାମ୍ବର
Also Read
ବିଶ୍ୱନାଥ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତତନ୍ତ କରି ତାଙ୍କ ଘରେ ଚଢ଼ାଉ କରିଛି। ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱ ମଧ୍ୟ ଅଛନ୍ତି ବିଶ୍ୱନାଥ। ଏହି ରେଡରେ ଭିଜିଲାନ୍ସର ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି ଓ ୮ ଇନିସପେକ୍ଟର ଓ ୬ ଏଏସଆଇ ଚଢ଼ାଉରେ ସାମିଲ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାହିଁକି ନିଜ ଗୁପ୍ତାଙ୍ଗରେ ସର୍ଜିକାଲ ବ୍ଲେଡ ଭର୍ତ୍ତି କରି ଦେଲେ ଦୁଷ୍କର୍ମ ପୀଡ଼ିତା ?
ଯୁବତୀ ଜଣଙ୍କ କାହିଁକି ଏମିତି କଲେ?
Crime
ପତ୍ନୀଙ୍କୁ ମାରି ପ୍ରେସର କୁକରରେ ସିଝାଇବା ଘଟଣା ଓଡ଼ିଶାର ସୋମନାଥଙ୍କ କଥା ମନେ ପକାଇ ଦେଲା
ଆଜିକୁ ଠିକ ୧୨ ବର୍ଷ ତଳେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜରେ ସମାନ ଘଟଣା ଘଟିଥିଲା।
Crime
ନବ ହତ୍ୟା ପଛରେ କୋଇଲା ଟ୍ରାନ୍ସପୋର୍ଟ ମାଫିଆ, ତତକାଳୀନ ଜିଲ୍ଲାପାଳ ଓ ଏସପି ସବୁ ଜାଣନ୍ତି: ସାଲୁଜା
ନବଙ୍କ ହତ୍ୟାକାରୀ ପୁଲିସ ଏଏସଆଇ ଗୋପାଳ ଦାସ ଗିରଫ ହୋଇଛନ୍ତି। କିନ୍ତୁ ସେ କାହିଁକି ଏହି ହତ୍ୟା କଲେ ତା’ର ରହସ୍ୟଭେଦ କରିବାରେ କ୍ରାଇମବ୍ରାଂଚ ସକ୍ଷମ ହୋଇପାରିନି । ଏପରିକି ହତ୍ୟା ପଛର ଯେଉଁସବୁ କାରଣ ଗୋପାଳ ଦେଉଛି ତାକୁ ନେଇ ସନ୍ତୁଷ୍ଟ ନଥିବା ଖୋଦ୍ ତଦନ୍ତକାରୀ ଅଫିସର କୋର୍ଟରେ ସ୍ୱୀକାର ମଧ୍ୟ କରିଛନ୍ତି ।
Crime
୨୪ ବର୍ଷୀୟ ଯୁବତୀଙ୍କୁ ଫାଶୀ ଦଣ୍ଡ, ପ୍ରେମିକଙ୍କୁ ଘରକୁ ଡାକି କରିଥିଲେ ଏମିତି କାମ
ପ୍ରେମିକଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ପ୍ରେମିକାଙ୍କୁ ଆଜି କୋର୍ଟ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି। ମାତ୍ର ୨୪ ବର୍ଷ ବୟସରେ ଜଣେ ଯୁବତୀ ଫାଶୀ ଦଣ୍ଡରେ ଦଣ୍ଡିତ ହେବା ଭାରତରେ ମଧ୍ୟ ପ୍ରଥମ ଘଟଣା ହୋଇଛି।
Crime
ଦୁର୍ନୀତିଗ୍ରସ୍ତ ପୂର୍ବତନ ଉପଜିଲ୍ଲାପାଳ ପ୍ରଶାନ୍ତଙ୍କୁ ୪ବର୍ଷ ସଶ୍ରମ ଜେଲ୍, ଘରୁ ମିଳିଥିଲା ନଗଦ ୩ କୋଟି ଟଙ୍କା
୨୦୧୮ ନଭେମ୍ବର ୫ ତାରିଖରେ ସମ୍ବଲପୁର ଭିଜିଲାନ୍ସ ଥାନାର ଏକ ମାମଲାରେ ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଆଜି ଶ୍ରୀ ରାଉତଙ୍କୁ ୪ବର୍ଷ ସଶ୍ରମ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି ।