କୋଠଘରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର

ଶୀତଳଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି।

Murder PhotoOR

ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି

Tapaswini Nayak
  • Published: Friday, 12 April 2024
  • Updated: 12 April 2024, 01:09 PM IST

Sports

Latest News

କୋଠ ଘର ଭିତରୁ ଜଣେ ଯୁବକଙ୍କ ରକ୍ତ ଜୁଡ଼ୁବୁଡ଼ୁ ମୃତଦେହ ଉଦ୍ଧାର କରାଯାଇଛି। କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ହରିରାଜପୁର ପଞ୍ଚାୟତ ନୂଆସାହିରେ ଥିବା କୋଠଘରେ ଏହି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ଶୀତଳ ସାହୁ।

ଆଜି ସକାଳେ କୋଠ ଘର କବାଟରେ ରକ୍ତ ଛିଟା ଲାଗିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ କବାଟ ତାଡି ଶୀତଳଙ୍କ ମୃତଦେହ ଉଦ୍ଧାର କରିଥିଲା।

Also Read

ଶୀତଳଙ୍କୁ କିଏ ଓ କାହିଁକି ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଛି। ଶୀତଳଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି କୋଠ ଘର ଭିତରେ ପକାଇ ଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣା ତଦନ୍ତ କରୁଛି। ଶୀତଳଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ କିମ୍ବା ପୁଲିସର କୌଣସି ପ୍ରତିକ୍ରିୟା ମିଳିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story