ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍ପି ଏହି ସୂଚନା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।