ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ଚଢ଼ାଉ ବେଳେ ସୁନା, ରୁପା ଗିନା,ଚାମଚ, ଦାମୀ ଘଣ୍ଟା ଜବତ କରାଯାଇଛି। ଏଥିସହ ୩ଟି ବହୁ ତଳ କୋଠା, ଗୋଟିଏ ଦାମୀ କାର, ୬ ଲକ୍ଷ ୫୦ ହଜାର କ୍ୟାସ ଜବତ କରାଯାଇଛି।
Also Read
ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କଳଙ୍କିତ ହେଲା ସଂପର୍କ; ନାବାଳିକା ଝିଅକୁ ଗର୍ଭବତୀ କଲା ବାପା
ଅଭିଯୁକ୍ତ ବାପାକୁ ଗତକାଲିଠୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଖାଇବା ନେଇ ଆସିଥିଲେ ବାପା ମାଆ, ଦେଖିଲେ ହଷ୍ଟେଲରେ ଝୁଲୁଛି ପୁଅର ମୃତଦେହ
ଖଡ଼ଗପୁର ଆଇଆଇଟିରେ ଛାତ୍ର ଆତ୍ମହତ୍ୟା। ହଷ୍ଟେଲରେ ପୁଅକୁ ଭେଟିବାକୁ ଯାଇଥିବାବେଳେ ମୃତଦେହ ଝୁଲୁଥିବା ଦେଖିଲେ ବାପା ମାଆ।