ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା। ଗଞ୍ଜାମ ଜିଲ୍ଲା ପୋଲସରାର ତୋଟାସାହିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ବେକରେ ଗୁଳି ବାଜିଛି। ତାଙ୍କ ନାଁ ଗଣେଶ ଖଟେଇ। ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି।
ଆଜି ସକାଳେ ଗଣେଶ ରାସ୍ତାକଡ଼ରେ ଠିଆ ହୋଇଥିଲେ। ଏହି ସମୟରେ ତାଙ୍କୁ ପଛରୁ ଜଣେ ଦୁର୍ବୃତ୍ତ ଗୁଳି ମାଡ଼ କରି ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଗଣେଶଙ୍କୁ ଉଦ୍ଧାର କରି ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।
Also Read
ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଗଣେଶ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର କର୍ମୀ ହୋଇଥିବା ସୂଚନା ମିଳିଛି। ପୁଲିସ ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କେମିତି ଅଛି ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀଙ୍କ ଅବସ୍ଥା; ସରକାରଙ୍କୁ ଘେରିଲେ ବିରୋଧୀ. କ’ଣ କହିଲେ ମୁଖ୍ୟମନ୍ତ୍ରୀ
ପୀଡ଼ିତାଙ୍କ ଚିକିତ୍ସା ପାଇଁ AIIMS ପକ୍ଷରୁ ଉଚ୍ଚସ୍ତରୀୟ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ୮ ଜଣ ଅଭିଜ୍ଞ ଡାକ୍ତରଙ୍କୁ ନେଇ ବିଶେଷଜ୍ଞ କମିଟି ଗଠନ କରାଯାଇଛି। ଏହି କମିଟି ପୀଡ଼ିତାଙ୍କ ଚିକିତ୍ସା ତଦାରଖ କରିବ।

Crime
ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ: ଗିରଫ ହେଲେ ଆସିଷ୍ଟାଣ୍ଟ ପ୍ରଫେସର, ଆସିଛି ସାଂଘାତିକ ଅଭିଯୋଗ
‘ମୁଁ ମାନସିକ ଚାପଗ୍ରସ୍ତ ହୋଇ ମାନସିକ ସନ୍ତୁଳନ ହରାଇ ଆତ୍ମହତ୍ୟା ଉଦ୍ୟମ କରିଥିଲି। ଯଦି ଘଟଣାର ତର୍ଜମା/ତଦନ୍ତ କଲେଜ କର୍ତ୍ତୃପକ୍ଷ ନ କରିବେ ଓ ମୋତେ ନ୍ୟାୟ ନ ଦେବେ, ତା’ହେଲେ ମୁଁ ଆତ୍ମହତ୍ୟା କରିବି। ଆଉ ଏସବୁ ପାଇଁ ଏଚ୍ଓଡି ସମୀର ସାର ଓ କଲେଜ କର୍ତ୍ତୃପକ୍ଷ ଦାୟୀ ରହିବେ।’

Crime
ଏଫ୍ଏମ୍ କଲେଜରେ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଛାତ୍ରୀ
ଅଭିଯୁକ୍ତ ଅଧ୍ୟାପକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ।

National
କିଟ୍ଟୀ ପାର୍ଟି କରି କୋଟି କୋଟି ଟଙ୍କାର ଠକେଇ, ମହିଳାଙ୍କୁ ବାନ୍ଧିଲା ପୁଲିସ
ସବିତାଙ୍କ ଚିକ୍କଣ କଥାରେ ଭାସି ଯାଇ ଲକ୍ଷ ଲକ୍ଷ ଟଙ୍କା ଦେଇ କାନ୍ଦୁଛନ୍ତି ୨୦ରୁ ଅଧିକ ମହିଳା।