ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି।
ସତ୍ୟପ୍ରକାଶଙ୍କ କେନ୍ଦୁଝର ଅଫିସ୍, ବାସଭବନ, ଭଦ୍ରକ ପୈତୃକ ଘର, ଭୁବନେଶ୍ୱର ଲକ୍ଷ୍ମୀ ସାଗର ସ୍ଥିତ ନିଜ ଘର ଓ ଶ୍ୱଶୁର ଘର, ଜାଗମରା ସ୍ଥିତ ଘର ସମେତ ୭ଟି ସ୍ଥାନରେ ଚଢାଉ କରାଯାଇଛି।
Also Read
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ନେଇ ସତ୍ୟପ୍ରକାଶଙ୍କ ନାଁରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ଏକ ମାମଲା ହୋଇ ଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ଚଢ଼ାଉ ଜାରି ରହିଛି ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କଳଙ୍କିତ ହେଲା ସଂପର୍କ; ନାବାଳିକା ଝିଅକୁ ଗର୍ଭବତୀ କଲା ବାପା
ଅଭିଯୁକ୍ତ ବାପାକୁ ଗତକାଲିଠୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଖାଇବା ନେଇ ଆସିଥିଲେ ବାପା ମାଆ, ଦେଖିଲେ ହଷ୍ଟେଲରେ ଝୁଲୁଛି ପୁଅର ମୃତଦେହ
ଖଡ଼ଗପୁର ଆଇଆଇଟିରେ ଛାତ୍ର ଆତ୍ମହତ୍ୟା। ହଷ୍ଟେଲରେ ପୁଅକୁ ଭେଟିବାକୁ ଯାଇଥିବାବେଳେ ମୃତଦେହ ଝୁଲୁଥିବା ଦେଖିଲେ ବାପା ମାଆ।