ଶେଷରେ ଗିରଫ ହେଲେ ଭିଜିଲାନ୍ସ ରେଡ୍ ବେଳେ ଅସୁସ୍ଥ ହେବାର ବାହାନା କରିଥିବା କନିଷ୍ଠ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ । ଶନିବାର ଯନ୍ତ୍ରୀଙ୍କୁ ଭିଜିଲାନ୍ସ ବିଭାଗ ଧରିବା ପରେ ରାତିଯାକ କନିଷ୍ଠ ଯନ୍ତ୍ରୀଙ୍କ ଫରେଷ୍ଟ କଲୋନୀ ସ୍ଥିତ ତାଙ୍କ ବାସଭବନରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରୁ ନଗଦ ୧୫ ଲକ୍ଷ ୫୦ ହଜାର ଟଙ୍କା, ୨୫ ଭରି ସୁନା, ଟିକିରିରେ ୩ ମହଲା ଗୋଟିଏ ପ୍ଲାଟ ଯାହାର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କା ହେବ। ସାହିଭଳି ରାୟଗଡାରେ ସ୍ତ୍ରୀଙ୍କ ନାଁରେ ୪ଟି ପ୍ଲଟ, ୨ ଚକିଆ ଦୁଇଟି ଓ ୪ ଚକିଆ ଦୁଇଟି ଗାଡି ଭିଜିଲାନ୍ସ ବିଭାଗକୁ ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କଳଙ୍କିତ ହେଲା ସଂପର୍କ; ନାବାଳିକା ଝିଅକୁ ଗର୍ଭବତୀ କଲା ବାପା
ଅଭିଯୁକ୍ତ ବାପାକୁ ଗତକାଲିଠୁ ପୁଲିସ ଅଟକ ରଖି ପଚରାଉଚରା କରୁଛି।
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଖାଇବା ନେଇ ଆସିଥିଲେ ବାପା ମାଆ, ଦେଖିଲେ ହଷ୍ଟେଲରେ ଝୁଲୁଛି ପୁଅର ମୃତଦେହ
ଖଡ଼ଗପୁର ଆଇଆଇଟିରେ ଛାତ୍ର ଆତ୍ମହତ୍ୟା। ହଷ୍ଟେଲରେ ପୁଅକୁ ଭେଟିବାକୁ ଯାଇଥିବାବେଳେ ମୃତଦେହ ଝୁଲୁଥିବା ଦେଖିଲେ ବାପା ମାଆ।