ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ

ସଂଗ୍ରାମଙ୍କର ଗୋଟିଏ ଘରର ମୂଲ୍ୟ କେବଳ ୧.୩୬ କୋଟି ଟଙ୍କା।

OAS Sangram Keshari Jena PhotoOR

ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା

Jitendra Garnayak
  • Published: Friday, 15 September 2023
  • Updated: 15 September 2023, 07:18 PM IST

Sports

Latest News

ଓଏଏସ୍‌ ଅଫିସର ସଂଗ୍ରାମ କେଶରୀ ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ତୁଳନାରେ ୧୮୭% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। 

ପୂର୍ବରୁ ଗଞ୍ଜାମ ଜିଲ୍ଲା ବୁଗୁଡ଼ାରେ ତହସିଲଦାର ଥିବା ସଂଗ୍ରାମ ଜେନା ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ। ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗରେ ଗତକାଲି ତାଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ।

ଶ୍ରୀ ଜେନାଙ୍କର ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ଜେନା କଲୋନୀରେ ୭୫୫୪ ବର୍ଗଫୁଟ ଅଞ୍ଚଳରେ ଏକ ତିନି ମହଲା କୋଠା ଅଛି। ଏହାର ମୂଲ୍ୟ ପ୍ରାୟ ୧.୩୬ କୋଟି ଟଙ୍କା। ତା’ସହିତ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ହରିପୁରରେ ତାଙ୍କର ଏକ କୋଠା ଅଛି।

Also Read

ତାଙ୍କର ୬ଟି ପ୍ଲଟ୍‌ ଅଛି। ସେଥିରୁ ୫ଟି ବାଣପୁରର ଛୋଟରାୟପୁର ଶାସନରେ ଥିବା ବେଳେ ଆଉ ଗୋଟିଏ ବାଲୁଗାଁର ସରଳାପଦରରେ ଅଛି। ବାଲୁଗାଁର ରାମପୁର ମୌଜାରେ ଆଉ ଗୋଟିଏ ବେନାମୀ ପ୍ଲଟ କିଣିବା ପାଇଁ ସେ ୧୧ ଲକ୍ଷ ଟଙ୍କ ଆଗୁଆ ପୈଠ କରିଛନ୍ତି। 

ସଂଗ୍ରାମ କେଶରୀ ଜେନାଙ୍କ ବ୍ୟାଙ୍କ ଓ ବୀମା ଜମା ବାବଦକୁ ୨୧.୪୬ ଲକ୍ଷ ଟଙ୍କା ଅଛି। ତାଙ୍କର ୩ଟି ଚାରି ଚକିଆ ଗାଡ଼ି (TATA Harrier, Maruti Ertiga & Maruti Alto LXI) ଅଛି। ଏହା ସହିତ ୨ଟି ଦୁଇ ଚକିଆ ଗାଡ଼ି ଅଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story