2022ରେ ବ୍ୟାଙ୍କରୁ 75 ଲକ୍ଷ ଟଙ୍କା ଲୋନ ନେଲେ। 20 ବର୍ଷ ଯାଏ ଏହାକୁ ସୁଝିବାର ଥିଲା। ହେଲେ 24 ମାସରେ ପୁରା ଟଙ୍କା ସୁଝି ଦେଲେ। ଅର୍ଥାତ ଯଦି ହିସାବ କରାଯାଏ ତେବେ ମାସକୁ ପ୍ରାୟ 3 ଲକ୍ଷ ଟଙ୍କା ପଡୁଛି। ବାବୁଙ୍କର ମାସିକ ଦରମା ହେଉଛି 80 ହଜାର ଟଙ୍କା। ହଠାତ କେଉଁ ସୂତ୍ରରୁ ଏତେ ଟଙ୍କା ଆଣିଲେ ଯେ, 20 ବର୍ଷର ଲୋନକୁ ମାତ୍ର 20 ମାସରେ ସୁଝି ଦେଲେ ? କିଏ ଦେଲା ଏତେ ଟଙ୍କା ? ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦୁର୍ନୀତିଗ୍ରସ୍ତ ପୂର୍ବତନ ଉପଜିଲ୍ଲାପାଳ ପ୍ରଶାନ୍ତଙ୍କୁ ୪ବର୍ଷ ସଶ୍ରମ ଜେଲ୍, ଘରୁ ମିଳିଥିଲା ନଗଦ ୩ କୋଟି ଟଙ୍କା
୨୦୧୮ ନଭେମ୍ବର ୫ ତାରିଖରେ ସମ୍ବଲପୁର ଭିଜିଲାନ୍ସ ଥାନାର ଏକ ମାମଲାରେ ସୁନ୍ଦରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ଆଜି ଶ୍ରୀ ରାଉତଙ୍କୁ ୪ବର୍ଷ ସଶ୍ରମ ଜେଲ୍ ସହ ୫୦ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ପ୍ରଦାନ କରିଛନ୍ତି ।
Crime
ସଂଗୀତ ନା ସାଂଘାତିକ ମହାବିଦ୍ୟାଳୟ?
ପିଲାମାନଙ୍କଠାରୁ ଧାର୍ଯ୍ୟ ଫି’ଠାରୁ ଅଧିକ ଅର୍ଥ ଆଦାୟ କରାଯିବା, କଲେଜ ଭିତରେ ଅଧ୍ୟାପକମାନେ ମଦ୍ୟପାନ କରିବା ଓ ହଷ୍ଟେଲ ଛାତ୍ରୀଙ୍କୁ ଯୌନ ଶୋଷଣ କରାଯାଉଥିବାର ଅଭିଯୋଗ ଆସିଛି।
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।