ପୁଣି ଥରେ ଚର୍ଚ୍ଚାରେ ଓଡ଼ିଶା ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଓରଫ ଟୁଟୁ। ତାଙ୍କ ନାଁରେ ଆସିଛି ସାଙ୍ଘାତିକ ଅଭିଯୋଗ। ଆଉ ଅଭିଯୋଗ ଆଣିଛନ୍ତି ଜଣେ ମହିଳା ସାମ୍ୱାଦିକ। ସେ ମହିଳା ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହ ତାଙ୍କ ଗାଲକୁ ଚାପୁଡ଼ା ପକାଇଥିବା ଅଭିଯୋଗ ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଏପରି ଘଟଣା ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।