୪୦ ଟଙ୍କା ପାଇଁ ଦୋକାନୀଙ୍କୁ ହତ୍ୟା

ବିଜୟ ପଣ୍ଡା ନିଜର ବକେୟା ଟଙ୍କା ପାଇଁ ଅଡ଼ି ବସିଥିଲେ। ହେଲେ ରମେଶ ତାଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ।

Murder PhotoOR

ମୃତ ବିଜୟ ପଣ୍ଡା (ଦୋକାନୀ)

Biswajit Samal
  • Published: Wednesday, 20 March 2024
  • Updated: 20 March 2024, 05:31 PM IST

Sports

Latest News

୪୦ ଟଙ୍କା ମାଗିବାରୁ ଦୋକାନୀଙ୍କୁ ହତ୍ୟା। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ। ମୃତକଙ୍କ ନାଁ ବିଜୟ ପଣ୍ଡା। ସେ ଭଦ୍ରକ ଟାଉନ୍ ଥାନା ପଥରଆଡ଼ି ଛକରେ ତେଜରାତି ଦୋକାନ କରିଥିଲେ। 

ଆଜି ସକାଳେ ବିଜୟ ପଣ୍ତାଙ୍କ ଦୋକାନକୁ ଆସିଥିଲେ ଚରମ୍ପା ଅଞ୍ଚଳର ଯୁବକ ରମେଶ ପରିଡ଼ା। ତାଙ୍କ ଦୋକାନରୁ ୧୮୦ ଟଙ୍କାର ଜିନିଷ କିଣିଥିଲେ ରମେଶ। ସେ ଫୋନ ପେ’ ମାଧ୍ୟମରେ ୧୪୦ ଟଙ୍କା ଦେଇଥିଲେ। ବିଜୟ ପଣ୍ଡା ତାଙ୍କୁ ଆଉ ୪୦ ଟଙ୍କା ମାଗିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ପରେ ରମେଶ ତାଙ୍କୁ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ। ଶେଷରେ ବିଜୟ ପଣ୍ଡାଙ୍କୁ ସେ ଜୋରରେ ଧକ୍କା ଦେଇଥିଲେ। ଫଳରେ ବିଜୟ ତଳେ ପଡ଼ି ଅଚେତ ହୋଇ ଯାଇଥିଲେ।

Also Read

ସ୍ଥାନୀୟ ଲୋକ ବିଜୟଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ବିଜୟ ପଣ୍ଡାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସଂପର୍କରେ ବିଜୟଙ୍କ ପରିବାର ଲୋକ ଟାଉନ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story