ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବରଗଡ଼ର ୧୧ଟି ସ୍ଥାନରେ ଏହି ରେଡ୍ କରାଯାଇଛି।
Also Read
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଛି। ଚଢ଼ାଉ ବେଳେ ପୁଳା ପୁଳା ସୁନା ଅଳଙ୍କାର ଓ ଜମିବାଡ଼ି କାଗଜ ପତ୍ର ଭିଜିଲାନ୍ସ ଜବତ କରିଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ଖଣ୍ଡଖଣ୍ଡ କରିବା ଘଟଣା: କଳା ଯାଦୁ, ଟଙ୍କା ଟ୍ରାନ୍ସଫର ଓ ପରକୀୟା ପ୍ରୀତି!
ଲଣ୍ଡନରେ କାମ କରୁଥିବା ସୌରଭ ଫେବୃଆରୀ ୨୪ରେ ନିଜର ୬ ବର୍ଷର ଝିଅର ଜନ୍ମ ଦିନ ପାଇଁ ଭାରତ ଆସିଥିଲେ। କିନ୍ତୁ ମାର୍ଚ୍ଚ ୪ରେ ତାଙ୍କୁ ହତ୍ୟା କରାଯାଇଥିଲା।

Crime
ପରକୀୟା ପ୍ରୀତି କଥା ଜାଣି ଦେଲେ ସ୍ୱାମୀ: ପ୍ରେମିକ ସହ ମିଶି ଜୀବନ ନେଇଗଲା ସ୍ତ୍ରୀ
ହତ୍ୟା ପରେ ପ୍ରେମିକ ସହ ମିଶି ମହିଳା ଜଣଙ୍କ ବାଇକରେ କେମିତି ସ୍ୱାମୀଙ୍କ ମୃତଦେହକୁ ଅଖାରେ ଭର୍ତ୍ତି କରି ନେଉଥିଲେ ତା’ର ସିସିଟିଭି ଫୁଟେଜ ମଧ୍ୟ ସାମ୍ନାକୁ ଆସିଛି।

Crime
ଲଣ୍ଡନ ଫେରନ୍ତା ସ୍ୱାମୀଙ୍କୁ କାହିଁକି ପ୍ରେମିକ ସହ ମିଶି ଖଣ୍ଡ ଖଣ୍ଡ କଲା ପତ୍ନୀ?
ସେ ନିଜର ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଛି। ଏହାପରେ ମୃତଦେହକୁ ଖଣ୍ଡଖଣ୍ଡ କରି ଗୋଟିଏ ଡ୍ରମ୍ପରେ ସିମେଣ୍ଟ ଦେଇ ଲୁଚାଇ ଦେଇଛି।

Crime
କାହିଁକି ଦୁଷ୍କର୍ମ ଅଭିଯୁକ୍ତକୁ ଗୁଳି କଲା ପୁଲିସ୍?
ସେ ଜଣେ ୭ ବର୍ଷର ଝିଅକୁ ଦୁଷ୍କର୍ମ କରିଥିବା ଖବର ଆସିବା ପରେ ଏପରି ଗିରଫଦାରୀ ହୋଇଥିଲା।

Crime
ରକ୍ତଭିଜା ମୃତଦେହ, କଣ୍ଡମ ଓ ଅପ୍ରତ୍ୟାଶିତ ଅତିଥି: କେମିତି ଟ୍ରିପଲ ମର୍ଡରର ଫର୍ଦ୍ଦାଫାସ କରିଥିଲା ପୁଲିସ?
ଘର ଭିତରେ ପୁଲିସ୍ ଯାଞ୍ଚ କରୁଥିବା ବେଳେ ଖୁସବୁଙ୍କ ବେଡରୁମ ଉପରେ ନଜର ପଡ଼ିଥିଲା। ସେଠାରୁ ପୁଲିସ୍କୁ ଗୋଟିଏ କଣ୍ଡମ ମିଳିଥିଲା।