ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ;୬ଟି ସ୍ଥାନରେ ଚଢ଼ାଉ

ବିଶ୍ୱବନ୍ଧୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

Biswabandhu Panigrahi PhotoOR

ବିଶ୍ୱବନ୍ଧୁ ପାଣିଗ୍ରାହୀ (ଫାଇଲ ଫଟୋ)

Tapaswini Nayak
  • Published: Wednesday, 08 November 2023
  • Updated: 08 November 2023, 10:52 AM IST

Sports

Latest News

ଭିଜିଲାନ୍ସ ଜାଲରେ ପିଏଚ୍‌ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ। ଭୁବନେଶ୍ୱର ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ୱବନ୍ଧୁ ପାଣିଗ୍ରାହୀଙ୍କ ଘରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରାଯାଇଛି।  ବିଶ୍ୱବନ୍ଧୁଙ୍କର ପୈତୃକ ଘର ସମେତ  ଭଦ୍ରକର ୨ଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ବେଳେ ଭୁବନେଶ୍ୱରର ମଧ୍ୟ ୪ଟି ସ୍ଥାନରେ ଚଢ଼ଉ କରାଯାଇଛି। 

ବିଶ୍ୱବନ୍ଧୁଙ୍କ ଭୁବନେଶ୍ୱର ଭିଏସ୍ଏସ ନଗରରେ ଥିବା କୋଠା, ରୁଦ୍ରପୁର ଆସୋଟେକ ପ୍ରାଇଡ଼ରେ ଥିବା ଫ୍ଲାଟ, ଭଦ୍ରକ ମଠ ସାହିରେ ଥିବା ବିଲ୍ଡିଂ ଓ ଭଦ୍ରକ ତୋରଣପଡା ସ୍ଥିତ ପୈତୃକ ଘରେ ଚଢ଼ାଉ କରାଯାଇଛି।

Also Read

ଚଢାଉରେ ୭ ଜଣ DSP, ୫ ଜଣ ଇନ୍ସପେକ୍ଟର ଓ ୮ ଏଏସଆଇ ସାମିଲ ହୋଇଛନ୍ତି । ଭୁବନେଶ୍ୱର ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଓ କିଛି ନଗଦ ଟଙ୍କା ଜବତ ହୋଇଛି।

ବିଶ୍ୱବନ୍ଧୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ବିଭାଗ ଘଟଣାର ତଦନ୍ତ କରି ଏହି ଚଢ଼ାଉ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story