ଶ୍ରୀମନ୍ଦିର ଭିତରେ ପାନ ଗୁଟଖା ବ୍ୟାନ୍ | Odisha Reporter
ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିନିମନ୍ତେ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଏନେଇ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
