କାଳିଆ ଦାଣ୍ଡରେ କାନ୍ଦିଲେ ମାଆ | Odisha Reporter
ଶ୍ରୀମନ୍ଦିରରେ ଦର୍ଶନ ଅବ୍ୟବସ୍ଥା । ଶ୍ରୀଜିଉଙ୍କ ଦର୍ଶନ ଲାଗି ଶ୍ରଦ୍ଧାଳୁଙ୍କ ଲମ୍ବା ଧାଡ଼ି। ଘଣ୍ଟା ଘଣ୍ଟା ଧରି ଲମ୍ବା ଧାଡ଼ିରେ ଠିଆ ହୋଇଛନ୍ତି ଶ୍ରଦ୍ଧାଳୁ । ଲମ୍ବା ଧାଡ଼ିରେ ଠିଆ ହୋଇ ଜଣେ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ ହୋଇପଡ଼ିଥିବା ବେଳେ ଭୋ ଭୋ ହୋଇ କାନ୍ଦିଲେ ଜଣେ ବୃଦ୍ଧା ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
