ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ 

ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ ।

school

representational image

Ordigital Desk
  • Published: Monday, 20 January 2025
  • Updated: 20 January 2025, 07:32 PM IST

Sports

Latest News

ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ  ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ।  ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ । ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ଯ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି ।

ଆଜି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ,  ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। 

Also Read

ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।

ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story