ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନାମଲେଖା ଏଣ୍ଟ୍ରାନ୍ସ ରେଜଲ୍ଡ ପ୍ରକାଶିତ

OAVET ସହିତ OMAVET ଫଳାଫଳ ମଧ୍ୟ ଆଜି ପ୍ରକାଶ ପାଇଛି।

Board Office PhotoOR

ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ, କଟକ

Jitendra Garnayak
  • Published: Tuesday, 06 February 2024
  • Updated: 06 February 2024, 07:10 PM IST

Sports

Latest News

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OAVET)ର ଫଳାଫଳ ଆଜି ପ୍ରକାଶ ପାଇଛି। କଟକ ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ବର୍ଷ ଷଷ୍ଠରୁ ନବମ ଶ୍ରେଣୀରେ ନାମ ଲେଖାଇବା ପାଇଁ ହୋଇଥିଲା ଏହି ପ୍ରବେଶିକା ପରୀକ୍ଷା। 

Also Read

OAVET ସହିତ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ଏଣ୍ଟ୍ରାନ୍ସ ଟେଷ୍ଟ (OMAVET) ଫଳାଫଳ ମଧ୍ୟ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ ଷଷ୍ଠ ଓ ସପ୍ତମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଏହି ପ୍ରବେଶିକା ପରୀକ୍ଷା କରାଯାଇଥିଲା। 

ଏହି ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ www.bseodisha.ac.in କୁ ଯାଇ ସେମାନଙ୍କ ଫଳ ଦେଖି ପାରିବେ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story