ଅଗଷ୍ଟ ୩ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ୍ ଅବଧି

ରାଜ୍ୟର କେତେକ ଭାଗରେ ଖରାପ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ ତାରିଖକୁ ଅଗଷ୍ଟ ୩ତାରିଖ ରାତି ୯ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

Student

Representative image

Ordigital Desk
  • Published: Monday, 31 July 2023
  • Updated: 31 July 2023, 09:48 PM IST

Sports

Latest News

ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ୍ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ସ୍ପଷ୍ଟ ଆଡମିଶନର ଶେଷ ତାରିଖ ଜୁଲାଇ ୩୧ତାରିଖ ଥିବାବେଳେ ଏହାକୁ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଆଜି ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଓ ଜୁନିୟର କଲେଜ ପ୍ରିନ୍ସିପାଲଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି ।

ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟର କେତେକ ଭାଗରେ ଖରାପ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ ତାରିଖକୁ ଅଗଷ୍ଟ ୩ତାରିଖ ରାତି ୯ଟା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ତେଣୁ ସ୍ପଷ୍ଟ ଆଡମିଶନ୍ ପ୍ରକ୍ରିୟା ଜୁଲାଇ ୩୧ତାରିଖ ପରିବର୍ତ୍ତେ ଅଗଷ୍ଟ ୩ତାରିଖ ପର୍ଯ୍ୟନ୍ତ ଜାରି ରଖିବାକୁ କୁହାଯାଇଛି ।

Also Read

ସୂଚନାଯୋଗ୍ୟ, ଯୁକ୍ତ ଦୁଇ ଶ୍ରେଣୀରେ ସ୍ପଷ୍ଟ ଆଡମିଶନ ପାଇଁ ମେରିଟ୍ ତାଲିକା ଜୁଲାଇ ୨୭ତାରିଖରେ ପ୍ରକାଶ ପାଇଥିଲା । ଯୁକ୍ତ ଦୁଇ ପ୍ରଥମ ମେରିଟ୍ ଲିଷ୍ଟ ଜୁଲାଇ ୬ ଓ ଦ୍ୱିତୀୟ ମେରିଟ ଲିଷ୍ଟ ଜୁଲାଇ ୧୯ତାରିଖରେ ପ୍ରକାଶ ପାଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story