ପ୍ରକାଶ ପାଇଲା JEE ମେନ୍ ରେଜଲ୍ଟ, ଏହି ୱେବସାଇଟରୁ ଜାଣନ୍ତୁ ଫଳାଫଳ

ଆପ୍ଲିକେସନ ନମ୍ବର, ପାସୱାର୍ଡ ଏବଂ ସିକ୍ୟୁରିଟି ପିନ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ...

Representative Image

ପ୍ରତିକାତ୍ମକ ଚିତ୍ର

Debibandita Barick
  • Published: Thursday, 25 April 2024
  • Updated: 25 April 2024, 08:27 AM IST

JEE ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ। ନ୍ୟାସନାଲ ଟେଷ୍ଟ ଏଜେନ୍ସି (NTA) ସେସନ୍-୨ ଫଳାଫଳ ପ୍ରକାଶ କରିଛି।  jeemain.nta.ac.in ଅଫିସିଆଲ ୱେବସାଇଟ୍ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ। 

ଚଳିତ ବର୍ଷ, JEE ମେନ୍ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା। ଉଭୟ ସେସନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ ଏବଂ ମେରିଟ ଲିଷ୍ଟ ତାଲିକା ପାଇପାରିବେ। 

Also Read

ଅଫିସିଆଲ ୱେବସାଇଟରେ ସମ୍ପୂର୍ଣ୍ଣ ତଥ୍ୟ ଉପଲବ୍ଧ। ଆପ୍ଲିକେସନ ନମ୍ବର, ପାସୱାର୍ଡ ଏବଂ ସିକ୍ୟୁରିଟି ପିନ ମାଧ୍ୟମରେ ରେଜଲ୍ଟ ଜାଣିପାରିବେ। ଭାରତର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ଆଡମିଶନ ପାଇଁ ମିଳିତ ପ୍ରବେଶିକା ପରୀକ୍ଷା (JEE ମେନ୍) ଏଣ୍ଟ୍ରାନ୍ସ କରାଯାଏ ଏବଂ JEE ଆଡଭାନ୍ସ ପାଇଁ ଯୋଗ୍ୟତା ପରୀକ୍ଷା କରାଯାଏ। 
 
telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story