'ଶିକ୍ଷକ ଆଶାୟୀଙ୍କ ପାଇଁ ଖୁସି ଖବର'

'ମୁଖ୍ୟମନ୍ତ୍ରୀ ଏପରି ଐତିହାସିକ ନିଷ୍ପତ୍ତି ନେଇଥିବାରୁ ମୁଁ ତାଙ୍କୁ ଧନ୍ୟବାଦ ଦେଉଛି'

Manoj Swain
  • Published: Wednesday, 23 August 2023
  • Updated: 23 August 2023, 03:58 PM IST

ଶିକ୍ଷକ ନିଯୁକ୍ତି ନେଇ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ପ୍ରତିକ୍ରିୟା । କହିଲେ, ୨୦ ହଜାର ଶିକ୍ଷକଙ୍କୁ ଯୋଜନାଭିତ୍ତିକ ନିଯୁକ୍ତି ଦିଆଯିବ। ଓସେପା ୱେବସାଇଟ୍‌ରୁ ତଥ୍ୟ ଜାଣିପାରିବେ । ମୁଖ୍ୟମନ୍ତ୍ରୀ ଏପରି ଐତିହାସିକ ନିଷ୍ପତ୍ତି ନେଇଥିବାରୁ ମୁଁ ତାଙ୍କୁ ଧନ୍ୟବାଦ ଦେଉଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos