ଆଜିଠୁ ଯୁକ୍ତ ୨ ପରୀକ୍ଷା; ମାର୍ଚ୍ଚ ୨୦ ଯାଏ ଚାଲିବ

ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ରହିଛି।

Exam PhotoRepresentational Image

Tapaswini Nayak
  • Published: Friday, 16 February 2024
  • Updated: 16 February 2024, 07:51 AM IST

Sports

Latest News

ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ପରୀକ୍ଷା। ଏଥର ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ମାତୃଭାଷା ପରୀକ୍ଷା ରହିଛି।

ତେବେ ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନ କରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ।

Also Read

ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ। ପ୍ରତିଦିନ ଗୋଟିଏ ବିଷୟରେ ହିଁ ପରୀକ୍ଷା ହେବ। ପ୍ରଥମ ୧୦ଟି ବିଷୟ ପରୀକ୍ଷାର ପ୍ରଶ୍ନପତ୍ର ପରୀକ୍ଷା ହବରେ ପହଞ୍ଚି ସାରିଛି।

ଏଥର ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ହୋଇଛି ଏବଂ ପ୍ରଶ୍ନ ପତ୍ର ବିଭ୍ରାଟ ହେବ ନାହିଁ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ପରୀକ୍ଷା ନିୟନ୍ତ୍ରକ। ପରୀକ୍ଷା ସକାଳ ୧୦ଟାରେ ଆରମ୍ଭ ହେବାକୁ ଥିବା ବେଳେ, ୩୦ ମିନିଟ ପୂର୍ବରୁ ସେଣ୍ଟରରେ ଏବଂ ୧୫ ମିନିଟ ପୂର୍ବରୁ ହଲରେ ପହଞ୍ଚିବାକୁ ଛାତ୍ରଛାତ୍ରୀଙ୍କୁ କୁହାଯାଇଛି। ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story