ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର। ଚିହିଁକିଲା ବିଜେଡି। ବିଶ୍ବବିଦ୍ୟାଳୟ ସଂଶୋଧିତ ଆଇନ୍ ୨୦୨୦କୁ ନେଇ ତେଜିଲା ରାଜନୀତି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଇନରେ ସଂଶୋଧନ ଆଣିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଲେ ପତ୍ର। ଏଥିରେ ଦର୍ଶାଯାଇଛି, ରାଜନୈତିକ ଉଦ୍ଦେଶ୍ୟ ରଖି ବିଜେଡି ସରକାର ଏହି ଆଇନ୍ ଆଣିଥିଲେ। ଯେଉଁଥି ଲାଗି ବିଶ୍ବବିଦ୍ୟାଳୟ ତାର ସ୍ବତନ୍ତ୍ରତା ହରାଇଛି। ଖାଲି ସେତିକି ନୁହେଁ ଏହା ୟୁଜିସି ଗାଇଡ୍ ଲାଇନର ପରିପନ୍ଥୀ। ଦେଖନ୍ତୁ ପୂର ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Education
ଆଜି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ସ୍କୁଲ ସହ ଜିଲ୍ଲାରେ ସମସ୍ତ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ବନ୍ଦ ରହିବ।
Education
ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
Education
୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ
ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।
Education
ପ୍ରବଳ ବର୍ଷା, ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି
ଦୁଇ ଦିନର ଅବିଶ୍ରାନ୍ତ ବର୍ଷା ପରେ ମାଲକାନଗିରି ଜିଲ୍ଲାରେ ଜଳ ପ୍ରଳୟ ଦେଖିବାକୁ ମିଳିଛି।
Education
ଯୁକ୍ତ ଦୁଇ ପରୀକ୍ଷା; ନଭେମ୍ବର ୧୫ ସୁଦ୍ଧା ସିସିଟିଭି ନ ଲଗାଇଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର ମାନ୍ୟତା
ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇ ବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।