ମୌସୁମୀଙ୍କୁ ମହଙ୍ଗା ପଡ଼ିଲା ବ୍ଲାକମେଲିଂ

ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ କମିଶନରେଟ ପୁଲିସ ସୋମବାର ଦିନ ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କମିଶନରେଟ ପୁଲିସ ମାମଲା ରୁଜୁ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ।

Manoj Swain
  • Published: Tuesday, 14 November 2023
  • Updated: 14 November 2023, 11:39 AM IST

Sports

Latest News

ଓଡ଼ିଆ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ କମିଶନରେଟ ପୁଲିସ ସୋମବାର ଦିନ ଗିରଫ କରିଛି । ଲେଖିକା ବନସ୍ମିତା ପତିଙ୍କ ଅଭିଯୋଗ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ କମିଶନରେଟ ପୁଲିସ ମାମଲା ରୁଜୁ କରି ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ସୂଚନା ଅନୁସାରେ, ଅଭିନେତ୍ରୀ ମୌସୁମୀ ସୋମବାର ହାଇଦ୍ରାବାଦରୁ ସୁଟିଂରୁ ଫେରିବା ପରେ ଚନ୍ଦକାସ୍ଥିତ ତାଙ୍କ ଆପାର୍ଟମେଂଟରୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଛି । ତାଙ୍କ ବିରୁଦ୍ଧରେ ଆଇପିସିର ଧାରା -୩୮୫, ୨୯୪, ୫୦୬ ଓ ଅନ୍ୟାନ୍ୟ ଧାରାରେ ମାମଲା ରୁଜୁ ହୋଇଛି । 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos