ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ।
Also Read
ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ଅଟେ।
ଅପରାହ୍ନ ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ଅର୍ଥାତ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବ। ତେଣୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ମାଆଙ୍କ ଆବାହନରେ ପ୍ରକମ୍ପିତ ପୂଜାମଣ୍ଡପ
ମାଆଙ୍କ ଆବାହନରେ ପ୍ରକମ୍ପିତ ପୂଜାମଣ୍ଡପ। ଆଜି ମଣ୍ଡପରେ ଚାଲିଛି ମହାମାୟାଙ୍କ ମହାଷ୍ଟମୀ ପୂଜା।
Events & Festivals
୬ ଶହ କୋଟି ଟପିଲା କଟକ-ଭୁବନେଶ୍ୱରରେ ଶାରଦୀୟ ପୂଜା ବଜେଟ୍
ରୌପ୍ୟନଗରୀ କଟକ। ସୁନା ଚାନ୍ଦି ମେଢ଼ ପାଇଁ ପ୍ରସିଦ୍ଧି ଲାଭ କରିଥିବା କଟକ ସହରରେ ଏବର୍ଷ ୩୪ରେ ପହଞ୍ଚିଛି ସୁନା ଚାନ୍ଦି ମେଢ ସଂଖ୍ୟା। ଆଉ ତାହାରି ଭିତରେ ମା’ ଜଗତଜନନୀଙ୍କ ଏକକୁ ଆରେକ ବଳି ମୂର୍ତ୍ତି ଗୁଡ଼ିକରେ ଝଟକୁଛି ମହଣ ମହଣ ସୁନା ଆଉ ଚାନ୍ଦି।
Events & Festivals
ମା' ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ରକ୍ତ ରଞ୍ଜିତା ହେଲା ରାଜରାସ୍ତା !
ଚଳିତବର୍ଷ ବି ଶ୍ରଦ୍ଧାଳୁମାନେ ନିଜ ମାନସିକ ପୂରଣ ଲାଗି ଶହ ଶହ ନିରୀହ ପଶୁ ବଳି ଦେଇଛନ୍ତି।
Events & Festivals
ଆଜି ମହାଷ୍ଟମୀ; ମନ୍ତ୍ର ଧ୍ୱନିରେ ପ୍ରକମ୍ପିତ ପୂଜା ମଣ୍ଡପ
ଶକ୍ତିପୀଠରେ ଆଜି ଦୁର୍ଗତିନାଶିନୀଙ୍କର ମହାନବମୀ ପୂଜା।
Events & Festivals
ଆଜି ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ଭକ୍ତଙ୍କ ପ୍ରବଳ ଭିଡ଼
ଆଜି କଳାହାଣ୍ଡି ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ପରମ୍ପରା ନାଁରେ ପଡ଼ିଲା ପଶୁ ବଳି।