ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ

ସନ୍ଧ୍ୟା ୬ଟାରୁ  ରାତି୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Puri PhotoOR

ପୁରୀ ଶ୍ରୀମନ୍ଦିର

Tapaswini Nayak
  • Published: Monday, 06 May 2024
  • Updated: 06 May 2024, 08:00 AM IST

Sports

Latest News

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି ।

ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ।

Also Read

ସନ୍ଧ୍ୟା ୬ଟାରୁ  ରାତି୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପଇତା ଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story