Advertisment

ଆଜି ତୃତୀୟ ଶ୍ରାବଣ ସୋମବାର, ଚଳଚଞ୍ଚଳ ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ଵରଙ୍କ ପୀଠ

ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼।

ଅଦ୍ୟତନ ହୋଇଛି
Advertisment

ଆଜି ଶ୍ରାବଣ ମାସର ତୃତୀୟ ସୋମବାର । ମହାଦେବଙ୍କୁ ଜଳ ଲାଗି ପାଇଁ ବିଭିନ୍ନ ଶିବ ମନ୍ଦିରରେ ଲାଗିଛି ଭକ୍ତଙ୍କ ଭିଡ଼। ଏହି ଅବସରରେ କଟକ ଜିଲ୍ଲା ଆଠଗଡ଼ର ଅନ୍ୟତମ ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ କାଉଡ଼ିଆ ଭକ୍ତ ମାନଙ୍କର ବେଶ ସମାଗମ ଦେଖିବାକୁ ମିଳିଛି। 

Advertisment
Odisha Cuttack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe