ଐତିହାସିକ ଲାଲ କିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

୭୭ତମ ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ମୋଦି ଏଥର ଦେଶବାସୀଙ୍କୁ ପରିବାର କହି ସମ୍ୱୋଧିତ କରିଛନ୍ତି । ସେ କହିଛନ୍ତି, "ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ ।

Manoj Swain
  • Published: Tuesday, 15 August 2023
  • Updated: 15 August 2023, 11:45 AM IST

Sports

Latest News

୭୭ତମ ସ୍ୱାଧୀନତା ଦିବସ ଅବସରରେ ଐତିହାସିକ ଲାଲକିଲ୍ଲାରୁ ତ୍ରିରଙ୍ଗା ଉଡାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପତାକା ଉତ୍ତୋଳନ କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ବୀର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।  ପ୍ରଧାନମନ୍ତ୍ରୀ ଏଥର ଦେଶବାସୀଙ୍କୁ ପରିବାର କହି ସମ୍ୱୋଧିତ କରିଛନ୍ତି । ସେ କହିଛନ୍ତି, "ବିଶ୍ୱର ସର୍ବବୃହତ ଗଣତନ୍ତ୍ର ରାଷ୍ଟ୍ର ଏବେ ଜନସଂଖ୍ୟା କ୍ଷେତ୍ରରେ ମଧ୍ୟ ଅଗ୍ରଣୀ ଦେଶ । ଏତେ ବଡ ଦେଶ, ମୋ ପରିବାରର ୧୪୦ କୋଟି ସଦସ୍ୟ ଆଜି ସ୍ୱାଧୀନତା ଦିବସ ପାଳନ କରୁଛନ୍ତି।"

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos