ଅଣସରରେ ଶ୍ରୀଜିଉ । ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଏବେ ମହାପ୍ରଭୁ ଜ୍ଵର ରୋଗରେ ପୀଡ଼ିତ ଅଛନ୍ତି । ମହାପ୍ରଭୁଙ୍କୁ ସୁସ୍ଥ କରିବା ଲାଗି ଅଣସର ପିଣ୍ଡିରେ କରାଯାଉଛି ଗୁପ୍ତ ସେବା। ମହାପ୍ରଭୁଙ୍କ ଅଣସର ଘର ଅନ୍ଧାର ରୁହେ । ତେବେ କାହିଁକି ରୁହେ ଅନ୍ଧାର ଏନେଇ ଶୁଣନ୍ତୁ କଣ କହିଛନ୍ତି ବରିଷ୍ଠ ସେବାୟତ ବିନାୟକ ଦାସ ମହାପାତ୍ର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କେଉଁ ଦିନ ହବିଷ୍ୟାଳି ଆରମ୍ଭ କରିବେ କାର୍ତ୍ତିକ ବ୍ରତ ? ୧୭ ନା ୧୮
ସାଧାରଣତଃ କୁମାର ପୂର୍ଣ୍ଣିମା ପରଦିନଠୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ। ଏଥିସହ କ୍ୟାଲେଣ୍ଡରରେ ଯେଉଁଦିନ କୁମାର ପୂର୍ଣ୍ଣିମା ତାରିଖ ଉଲ୍ଲେଖ କରାଯାଇଛି ସେ ତାରିଖ ଓ ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ପାଳନ ତାରିଖ ଭିନ୍ନ ରହୁଥିବାରୁ ତାକୁ ନେଇ ଦ୍ବନ୍ଦ୍ବ ରହୁଛି।
Events & Festivals
ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।
Events & Festivals
ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ ଦଶଭୂଜା
ମା'ଙ୍କ ମୂର୍ତ୍ତି ବିସର୍ଜନ ପାଇଁ ବିଏମସି ଅସ୍ଥାୟୀ ପୋଖରୀ ପ୍ରସ୍ତୁତ କରିଛି । ଭୁବନେଶ୍ୱରରେ ୫ ଟି ଅସ୍ଥାୟୀ ପୋଖରୀ ତିଆରି କରାଯାଇଛି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ପରିବେଶ ପ୍ରତି ଧ୍ୟାନ ଦିଆଯାଇ ମୂର୍ତ୍ତି ବିସର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
Events & Festivals
ଦଶହରାରେ ନିଜ ଘରେ ମାଆଙ୍କ ଆରାଧନା କଲେ ମୁଖ୍ୟମନ୍ତ୍ରୀ
ଗତକାଲି ମୁଖ୍ୟମନ୍ତ୍ରୀ ପ୍ରବଳ ବର୍ଷା ସତ୍ତ୍ୱେ ସାଇ ମନ୍ଦିର, ନିୟୁ କଲୋନୀ, ଟେଲିଫୋନ ଏକ୍ସଚେଞ୍ଜ ଛକ ଓ ଆଟୋପୁର ପୂଜାମଣ୍ଡପ ବୁଲି ଦେଖିଥିଲେ। ପରେ ଗୁଜୁରାଟି ସମାଜକୁ ଯାଇ ସେଠାରେ ଦାଣ୍ଡିଆ ଖେଳିଥିଲେ।
Events & Festivals
‘ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ’
ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ ଦୁଇ ଚାରି ଦିନରେ ଆସିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ରିପୋର୍ଟ ଆସିବା ପରେ ସରକାର ପରବର୍ତ୍ତୀ ନିଷ୍ପତ୍ତି ନେବେ।