ରଥାରୁଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି

ରଥାରୁଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ଭାଇ ଭଉଣୀଙ୍କ ସହ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼ ହୋଇଛନ୍ତି।

Manoj Swain
  • Published: Wednesday, 28 June 2023
  • Updated: 28 June 2023, 11:20 AM IST

ରଥାରୁଢ଼ ହେଲେ ଚତୁର୍ଦ୍ଧା ମୂର୍ତ୍ତି । ଭାଇ ଭଉଣୀଙ୍କ ସହ ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ଦେବଦଳନରେ ସୁଭଦ୍ରା, ତାଳଧ୍ୱଜରେ ବଳଭଦ୍ର ଓ ନନ୍ଦିଘୋଷ ରଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ ରଥାରୁଢ଼ ହୋଇଛନ୍ତି। ଧାଡ଼ି ପହଣ୍ଡିରେ ଦଇତାଙ୍କ କାନ୍ଧରେ ଝୁଲି ଝୁଲି ଗୁଣ୍ଡିଚା ମନ୍ଦିରରୁ ଆସିଥିଲେ ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ସୁଦର୍ଶନ ମହାପ୍ରଭୁ ଧାଡ଼ି ପହଣ୍ଡିରେ ରଥାରୂଢ଼ ହେବା ପରେ ଶ୍ରୀବଳଭଦ୍ର ଓ ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos