ଲୋକାର୍ପିତ ହେଲା ସମଲେଇ ପ୍ରକଳ୍ପ

ଆଜି ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Chief Minister

ସମଲେଶ୍ୱରୀ ପ୍ରକଳ୍ପ ଲୋକାର୍ପଣ ଅବସରରେ ମୁଖ୍ୟମନ୍ତ୍ରୀ ।

Niharika Rout
  • Published: Saturday, 27 January 2024
  • Updated: 27 January 2024, 02:46 PM IST

Sports

Latest News

ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଆଜି ମଧ୍ୟାହ୍ନ ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ବିମାନ ଯୋଗେ ପହଞ୍ଚିଥିଲେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ ପ୍ରାୟ ୧ଟାରେ ଏହି ମନ୍ଦିର ଲୋକାର୍ପଣ କରିଥିବା ଜଣାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ବି ଉପସ୍ଥିତ ଥିଲେ।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ବ୍ୟାଟେରି ଗାଡ଼ିରେ ବସି ସମ୍ପୂର୍ଣ୍ଣ ସମଲେଶ୍ୱରୀ ପ୍ରକଳ୍ପ ବୁଲି ଦେଖିଛନ୍ତି। 

ଗତକାଲି ହଜାରେରୁ ଅଧିକ ମହିଳା ମହାନଦୀରୁ ଜଳ କୁମ୍ଭ ଧରି କଳସ ଯାତ୍ରା କରି ସମଲେଇ ମନ୍ଦିରକୁ ଯାଇଥିଲେ। ମନ୍ଦିରରେ ନଡ଼ିଆ କଳସ ଗୁଡିକୁ ରଖାଯାଇଛି।

Samalei Projectମା’ ସମଲେଇ ପ୍ରକଳ୍ପ ।

Also Read

ଏହି ଅବସରରେ ଆଜିଠାରୁ ସମଲେଶ୍ୱର ମନ୍ଦିର ପରିସରରେ ଥିବା ଯଜ୍ଞ କୁଣ୍ଡରେ ହୋମ ଯଜ୍ଞ ଆରମ୍ଭ ହେବ। ଏହି ପ୍ରକଳ୍ପ ଲୋକାର୍ପଣ ଓ ସ୍ୱତନ୍ତ୍ର ଦେବ ନୀତି ପାଇଁ ଆଜି ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସମଲେଇ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଛି। ଆଜି ସନ୍ଧ୍ୟାରେ ମହାନଦୀ କୂଳରେ ମହାନଦୀ ଘାଟରେ ସନ୍ଧ୍ୟା ଆଳତିର ବନ୍ଦବୋସ୍ତ କରାଯାଇଛି।

ସମଲେଶ୍ୱରୀ ପ୍ରକଳ୍ପ ଅଧୀନରେ ମନ୍ଦିରର ଚତୁଃପାର୍ଶ୍ୱକୁ ସମ୍ପ୍ରସାରଣ କରାଯାଇଛି। ଏହା ମଧ୍ୟରେ ଯାତ୍ରୀ ନିବାସ, ଯାତ୍ରୀ ପ୍ରତିକ୍ଷାଳୟ ରହିଛି। ଖରା ତଥା ବର୍ଷା ଦିନେ ସୁରୁଖୁରୁରେ ଯାତ୍ରୀଙ୍କ ଧାଡ଼ି ଦର୍ଶନ ପାଇଁ ସେଡର ବ୍ୟବସ୍ଥା କରାଯାଇଛି। ଏହି ପ୍ରକଳ୍ପ ଅଧୀନରେ ମନ୍ଦିର ପରିସରରେ ଥିବା ଏକ ପୁଷ୍କରଣୀର ପୁନରୁଦ୍ଧାର କରାଯାଇଛି। ମନ୍ଦିର ପ୍ରାଙ୍ଗଣରେ ଆଖି ଖୋସିଦେବା ପରି ପଥରର କାରୁକାର୍ଯ୍ୟ ସହ ବିଭିନ୍ନ ପ୍ରକାର ଚାରା ରୋପଣ କରାଯାଇଛି।

ସମଲେଇ ପ୍ରକଳ୍ପ ଉଦ୍‌ଘାଟନ ଅବସରରେ ସାରା ରାଜ୍ୟରେ ସମସ୍ତ ସ୍କୁଲ କଲେଜକୁ ପୂର୍ବରୁ ବନ୍ଦ ଘୋଷଣା କରାଯାଇଛି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story