ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। କହିଲେ, ନୂଆ ଶିକ୍ଷାନୀତି ଜରିଆରେ ଆମକୁ ନୂଆ ବଳ ମିଳିଛି । ମାତୃଭାଷା ସହ ବିଜ୍ଞାନ ଓ ଜ୍ଞାନକୌଶଳକୁ ଗୁରୁତ୍ବ ଦିଆଯାଇଛି । ଗବେଷଣାକୁ ଅଧିକ ସୁଦୃଢ କରିବା ଆମର ପ୍ରାଥମିକତା। ଆଗାମୀ ୫ ବର୍ଷରେ ୭୫ ହଜାର ମେଡିକାଲ ସିଟ୍ ସୃଷ୍ଟି କରିବୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କେଉଁ ଦିନ ହବିଷ୍ୟାଳି ଆରମ୍ଭ କରିବେ କାର୍ତ୍ତିକ ବ୍ରତ ? ୧୭ ନା ୧୮
ସାଧାରଣତଃ କୁମାର ପୂର୍ଣ୍ଣିମା ପରଦିନଠୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ। ଏଥିସହ କ୍ୟାଲେଣ୍ଡରରେ ଯେଉଁଦିନ କୁମାର ପୂର୍ଣ୍ଣିମା ତାରିଖ ଉଲ୍ଲେଖ କରାଯାଇଛି ସେ ତାରିଖ ଓ ଶ୍ରୀମନ୍ଦିରରେ କୁମାର ପୂର୍ଣ୍ଣିମା ପାଳନ ତାରିଖ ଭିନ୍ନ ରହୁଥିବାରୁ ତାକୁ ନେଇ ଦ୍ବନ୍ଦ୍ବ ରହୁଛି।
Events & Festivals
ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ; ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ।
Events & Festivals
ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ମାଆ ଦଶଭୂଜା
ମା'ଙ୍କ ମୂର୍ତ୍ତି ବିସର୍ଜନ ପାଇଁ ବିଏମସି ଅସ୍ଥାୟୀ ପୋଖରୀ ପ୍ରସ୍ତୁତ କରିଛି । ଭୁବନେଶ୍ୱରରେ ୫ ଟି ଅସ୍ଥାୟୀ ପୋଖରୀ ତିଆରି କରାଯାଇଛି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ପରିବେଶ ପ୍ରତି ଧ୍ୟାନ ଦିଆଯାଇ ମୂର୍ତ୍ତି ବିସର୍ଜନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
Events & Festivals
ଦଶହରାରେ ନିଜ ଘରେ ମାଆଙ୍କ ଆରାଧନା କଲେ ମୁଖ୍ୟମନ୍ତ୍ରୀ
ଗତକାଲି ମୁଖ୍ୟମନ୍ତ୍ରୀ ପ୍ରବଳ ବର୍ଷା ସତ୍ତ୍ୱେ ସାଇ ମନ୍ଦିର, ନିୟୁ କଲୋନୀ, ଟେଲିଫୋନ ଏକ୍ସଚେଞ୍ଜ ଛକ ଓ ଆଟୋପୁର ପୂଜାମଣ୍ଡପ ବୁଲି ଦେଖିଥିଲେ। ପରେ ଗୁଜୁରାଟି ସମାଜକୁ ଯାଇ ସେଠାରେ ଦାଣ୍ଡିଆ ଖେଳିଥିଲେ।
Events & Festivals
‘ଶ୍ରୀ ମନ୍ଦିରରେ ଭକ୍ତଙ୍କୁ ମିଳିବ ମାଗଣା ମହାପ୍ରସାଦ କୁଡ଼ୁଆ’
ରତ୍ନଭଣ୍ଡାର ଜିପିଆର ସର୍ଭେ ରିପୋର୍ଟ ଦୁଇ ଚାରି ଦିନରେ ଆସିବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ରିପୋର୍ଟ ଆସିବା ପରେ ସରକାର ପରବର୍ତ୍ତୀ ନିଷ୍ପତ୍ତି ନେବେ।